୨୪ ଘଣ୍ଟା ମଧ୍ୟରେ କ୍ୟାପଶନ ଦେଲେ ମିଳିବ କାର: ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୧ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବାକୁ କିଛି ଭିଡିଓ ମଧ୍ୟ ଶେୟାର କରିଥାଆନ୍ତି । ନିକଟରେ ଆନନ୍ଦ ମହିନ୍ଦ୍ରା ନିଜ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି । ଏଥିରେ ଏକ ମାଙ୍କଡ଼ ଡିଟିଏଚ୍‌ର ଏକ ଛତା ଉପରେ ବସିଥିବା ଦେଖାଯାଇଛି । ଏହାକୁ ନେଇ ଆନନ୍ଦ କହିଛନ୍ତି ଏହା ଉପରେ କ୍ୟାପଶନ ଲେଖିବାକୁ । ଆଉ ସର୍ବଶ୍ରେଷ୍ଠ କ୍ୟାପଶନ ଲେଖିଥିବା ବ୍ୟକ୍ତିଙ୍କୁ ସେ ପୁରସ୍କାର ସ୍ୱରୂପ ତାଙ୍କ କମ୍ପାନୀର ଏକ କାର୍ ଦେବେ ବୋଲି କହିଛନ୍ତି । ତେବେ ଅକ୍ଟୋବର ୧୧ ସୁଦ୍ଧା ହିନ୍ଦୀ କିମ୍ବା ଇଂରାଜୀରେ ଏହି କ୍ୟାପଶନ ଦେବାକୁ ପଡିବ । ତେବେ ୧୧ ତାରିଖ ଦ୍ୱିପ୍ରହର ସୁଦ୍ଧା ଏହାର କ୍ୟାପଶନ ଲେଖିବାକୁ ଥିବା ବେଳେ ଫଟୋଟିକୁ ଦେଖୁ ଦେଖୁ ପାଖାପାଖି ୪୨.୫ ହଜାର ଲୋକ ଏହାର ଉତ୍ତର ଦେଇଥିବା ଜଣାପଡିଛି । ଏହାସହ ଏହି ଟୁଇଟକୁ ୬.୭ ହଜାର ଲୋକ ରିଟୁଇଟ୍ କରିଥିବା ବେଳେ ୨୮ହଜାର ଏହାକୁ ଲାଇକ୍ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

President Rule: କଂଗ୍ରେସ ଶାସନକାଳରେ ୮୮ ଥର ଲାଗିଥିଲା ରାଷ୍ଟ୍ରପତି ଶାସନ, ଏକାକି ଇନ୍ଦିରା ଲଗାଇଥିଲେ ୫୧ ଥର; ପଢ଼ନ୍ତୁ ତାଲିକା…

ଇମ୍ଫାଲ,୧୬।୨: ରାଷ୍ଟ୍ରୀୟ ହିଂସା ଦେଇ ଗତି କରୁଥିବା ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ କରାଯିବା ନେଇ ଘୋଷଣା କରାଯାଇଛି। କିଛି ଦିନ ପୂର୍ବେ ରାଜ୍ୟର ମୁଖ୍ୟମନ୍ତ୍ରୀ...

ମାସକୁ ଏତିକି ରୋଜଗାର କରୁଥିଲେ ମିଳିବ PM Awas ଘର, ଜାଣନ୍ତୁ ନିୟମ

ନିଜସୱ ଘର କରିବା ସମସ୍ତଙ୍କର ସୱପ୍ନ। ସମସ୍ତେ ନିଜ ସୱପ୍ନ ପାଇଁ ବହୁତ କଠିନ ପରିଶ୍ରମ କରନ୍ତି। ନିଜ ସୱର୍ଜିତ ପୁଞ୍ଜି ଜମା କରିବା ପରେ...

ଆସିଲା ଲିଷ୍ଟ, ଏମାନଙ୍କୁ ମିଳିବ PM Kisan ର ୧୯ତମ କିସ୍ତି, କେମିତି କରିବେ ଚେକ୍‌…

ଆସିଲା ଲିଷ୍ଟ, ଏମାନଙ୍କୁ ମିଳିବ PM Kisan ର ୧୯ତମ କିସ୍ତି, କେମିତି କରିବେ ଚେକ୍‌… ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସି ଖବର ।...

Man Living as Woman: ଭୂତ ଭୟରେ ୩୬ବର୍ଷ ଦରି ମହିଳାଙ୍କ ବେଶରେ ରହୁଛନ୍ତି ଏହି ପୁରୁଷ, ରାତିରେ ଦେଖନ୍ତି ଭୟଙ୍କର ଦୃଶ୍ୟ

Man Living as Woman: ଆଧୁନିକ ଯୁଗରେ ଏମିତି କିଛି ଅନ୍ଧବିଶ୍ୱାସ ରହିଛି ଯାହାକୁ କେବେ ବିଶ୍ୱାସ ମଧ୍ୟ କରିହେବ ନାହିଁ। ବିଜ୍ଞାନ କହୁଛି ଏ...

Jayalalithaa’s assets: ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି, ଏତିକି କିଲୋ ସୁନା ଅଳଙ୍କାରକୁ…

ଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି।...

ଭାରତକୁ ଆମେରିକାର ଛାଟ, ବାତିଲ କଲା ୨୨ ମିଲିୟନ ଡଲାରର ଫଣ୍ଡିଂ

ନୂଆଦିଲ୍ଲୀ,୧୬।୨: ଆମେରିକା ଭାରତ ସମେତ ଅନେକ ଦେଶ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏଲନ ମସ୍କଙ୍କ ନେତୃତ୍ୱାଧୀନ ବିଭାଗ (ଆମେରିକା ସରକାରୀ ଦକ୍ଷତା ବିଭାଗ)...

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’ 

ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ  ବହୁତ ଫାଲ୍‌ତୁ, ଏହାର...

Delhi Platform Stampede: ଜାଣନ୍ତି କି ପ୍ଲାଟ୍‌ଫର୍ମ ପରିବର୍ତ୍ତନ କରିବାର ନିଷ୍ପତ୍ତି କିଏ ନେଇଥାଏ

ନୂଆଦିଲ୍ଲୀ,୧୬ା୨: ଭାରତୀୟ ରେଳବାଇ ଏବେ ସ୍ବୟଂଚାଳିତ ବ୍ଲକ ସିଗନାଲିଂ ସିଷ୍ଟମ ବ୍ୟବହାର କରୁଛି। ଏହାର ଅର୍ଥ ହେଉଛି ଯେ ଟ୍ରେନ୍‌କୁ ପରବର୍ତ୍ତୀ ଷ୍ଟେଶନରେ ପହଞ୍ଚିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image