Posted inଜାତୀୟ

ଅନନ୍ତନାଗ ଏନକାଉଣ୍ଟର: ଆହତ ଯବାନ ଶହୀଦ

ଶ୍ରୀନଗର,୧୫।୯: ଦକ୍ଷିଣ କ୍‌ଶ୍ମୀରର ଅନନ୍ତନାଗ ଜିଲାର କୋକରନାଗ ଗଡୁଲ ଜଙ୍ଗଲରେ ଆତଙ୍କବାଦୀଙ୍କ ମୁକାବିଲା କାର୍ଯ୍ୟ କ୍ରମାଗତ ତୃତୀୟ ଦିନ ଜାରି ରହିଛି। ଏହି ସମୟରେ ଏନକାଉଣ୍ଟରରେ ଆହତ ହୋଇଥିବା ଅନ୍ୟ ଜଣେ ଯବାନଙ୍କର ମୃତ୍ୟୁ ଘଟିଛି।
ଅନନ୍ତନାଗରେ ଆତଙ୍କବାଦୀଙ୍କ ବିରୋଧରେ ଅପରେଶନ ଜାରି ରହିଛି। ଦୁଇ ଲଶ୍କର ଆତଙ୍କବାଦୀ ଘେରି ରହିଛନ୍ତି। କ୍ୱାଡକୋପଟର ଏବଂ ଡ୍ରୋନ ଦ୍ୱାରା ଆତଙ୍କବାଦୀଙ୍କୁ ତଦାରଖ କରାଯାଉଛି। ପାରା କମାଣ୍ଡୋମାନେ ମଧ୍ୟ ଏହି ଅପରେଶନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଘଞ୍ଚ ଜଙ୍ଗଲ ଏବଂ ପାହାଡ଼ିଆ ଅଞ୍ଚଳ ଯୋଗୁ ଏହି ସ୍ବତନ୍ତ୍ର ସ୍କ୍ବାଡ ନିୟୋଜିତ କରାଯାଇଛି।
ସୂଚନାଯୋଗ୍ୟ, ଅନନ୍ତନାଗର କୋକରନାଗ ଅଞ୍ଚଳରେ ପୋଲିସ ଏବଂ ସେନାର ଏକ ମିଳିତ ଟିମ ସର୍ଚ୍ଚ ଅପରେଶନବେଳେ କର୍ନେଲ ମନପ୍ରୀତ ସିଂ, ମେଜର ଆଶିଷ, ଜମ୍ମୁ କଶ୍ମୀର ପୋଲିସର ଡିଏସପି ହୁମାୟୁଂ ଭଟ୍ଟ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ...

ରାଜଧାନୀ ଆକାଶ ହେଲା ଧୂଆଁମୟ

ନୂଆଦିଲ୍ଲୀ,୧ା୧୧: ଦୀପାବଳି ସରିବା ପରେ ରାଜଧାନୀ ଦିଲ୍ଲୀ ଆକାଶ ଏବେ ଧୂଆଁମୟ ହୋଇଯାଇଛି। ଏନ୍‌ସିଆରରେ ଥଣ୍ଡା ବର୍ତ୍ତମାନ ସୁଦ୍ଧା ପଡ଼ିନାହିଁ। ଲୋକମାନେ ଏପର୍ଯ୍ୟନ୍ତ ଏସି ଏବଂ...

ଧୁମଧାମରେ ପାଳନ ହେଲା ଦୀପାବଳି, ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଲା ଦେଶ

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ଗୁରୁବାର ସାରା ବିଶ୍ୱରେ ପାଳନ କରାଯାଇଛି। ଏହି ସମୟରେ ଲୋକମାନେ ନିଜ ଘର, ଦୋକାନ ଏବଂ ପ୍ରତିଷ୍ଠାନଗୁଡ଼ିକୁ...

ରଙ୍ଗ ବେରଙ୍ଗ ଆଲୋକରେ ଝଲସିଲା ରାମ ମନ୍ଦିର

ଅଯୋଧ୍ୟା,୩୧।୧୦: ଆଲୋକର ପର୍ବ ଦୀପାବଳି ସମଗ୍ର ଦେଶରେ ଖୁବ ଆଡମ୍ବର ସହ ପାଳନ କରାଯାଉଛି। ଏହି ଦିନ ମନ୍ଦ ଉପରେ ଭଲର ବିଜୟ, ଅନ୍ଧକାର ଉପରେ...

ଭାଜପା ସରକାର ପାଇଁ ଜମ୍ମୁ-କଶ୍ମୀର ଏକ ପ୍ରୟୋଗଶାଳା: ମେହବୁବା ମୁଫତି

ଶ୍ରୀନଗର,୩୧।୧୦: ଜମ୍ମୁ କଶ୍ମୀରର ୟୁନିଅନ ଟେରିଟୋରି ଫାଉଣ୍ଡେସନ ଦିବସ ପାଳନ ଅବସରରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଦେଇଥିବା ବିବୃତ୍ତିରେ ପିପୁଲ୍ସ ଡେମୋକ୍ରାଟିକ...

ମୋଦିଙ୍କ ବୟାନକୁ ନେଇ ଖାର୍ଗେ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୩୧।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓ୍ବାନ ନେଶନ ଓ୍ବାନ ଇଲେକ୍ସନର ଶୀଘ୍ର କାର୍ଯ୍ୟକାରିତା ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ନେଇ...

ଅନନ୍ତ ଅମ୍ବାନୀଙ୍କ ବଡ ହୃଦୟ! ୩ ଆଫ୍ରିକୀୟ ହାତୀଙ୍କୁ ଦେଲେ ନୂଆ ଜୀବନ

ମୁମ୍ବାଇ,୩୧।୧୦: ବିଜନେସ ଟାଇକୁନ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ପଶୁ ପ୍ରତି ଥିବା ପ୍ରେମ ଅଳ୍ପ ବହୁତେ ସମସ୍ତଙ୍କୁ ଜଣା। ବର୍ତ୍ତମାନ ସେ ତିନି...

ଦୀପାବଳିରେ ବଡ଼ ଅଘଟଣ, ଜଳିଗଲା ୬୬ ଦୋକାନ

ବୋକାରୋ,୩୧।୧୦: ଆଲୋକର ପର୍ବ ଦୀପାବଳି ଅବସରରେ ଝାଡ଼ଖଣ୍ଡରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି। ବୋକାରୋର ମାରଗା ପୋଲ ନିକଟରେ ବାଣ ଦୋକାନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri