ବ୍ରେକ୍‌ଅପ୍‌ ପରେ ପୁଣି ପ୍ରେମରେ ପଡ଼ିଛନ୍ତି ଅନନ୍ୟା

ବମ୍ବେ: ଅଭିନେତା ଶାହିଦ କପୁରଙ୍କ ସାନ ଭାଇ ଈଶାନ ଖଟ୍ଟରଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ନୂଆ ସମ୍ପର୍କରେ ଯୋଡ଼ି ହୋଇଛନ୍ତି ଅନନ୍ୟା ପାଣ୍ଡେ। ବଲିଉଡ୍‌ର ହ୍ୟାଣ୍ଡସମ ହଙ୍କ ଆଦିତ୍ୟ ରୟ କପୁରଙ୍କୁ ଏବେ ଡେଟ୍‌ କରୁଛନ୍ତି ସେ। ଦିନକୁ ଦିନ ଉଭୟଙ୍କ ବନ୍ଧୁତା ଗାଢ଼ ହୋଇ ଚାଲିଛି। ହେଲେ ଏକାଠି ଏବେ ସେମାନେ ଲୋକଲୋଚନକୁ ଆସିବାକୁ ଚାହୁଁ ନାହାନ୍ତି। ଉଭୟ ନିଜ ସମ୍ପର୍କକୁ ଲୁଚାଇ ରଖିବାକୁ ଚାହୁଁଛନ୍ତି।

ପୂର୍ବରୁ ଅନନ୍ୟା ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଥିଲେ। ଦୀର୍ଘ ୩ ବର୍ଷ ଧରି ପରସ୍ପରକୁ ଦୁହେଁ ଡେଟ୍‌ କରିଥିଲେ। ଏହାପରେ ସେମାନଙ୍କୁ ଛୁଟି ବିତାଇବାକୁ ବାହାରକୁ ଯାଉଥିବାର ଦେଖାଯାଇଥିଲା। ହେଲେ ଏବେ ଦୁହେଁ ବ୍ରେକ୍‌ଅପ୍‌ କରିନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ବର୍ବୋରଚିତ ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପହଲଗାମଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ଦିନ୍ଦା କରାଯାଇଛି। ଏଥିସହିତ ଗୁରୁବାର...

Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ…

ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ...

ପରକୀୟା ପ୍ରୀତି ସନ୍ଦେହ, ପଥରରେ ଛେଚି ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ୱାମୀ

ପାଲଘର,୨୪।୪: ମହାରାଷ୍ଟ୍ରର ପାଲଘର ଜିଲାରେ ଜଣେ ୫୫ ବର୍ଷୀୟ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ଅନୈତିକ ସମ୍ପର୍କର ସନ୍ଦେହରେ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି।...

Pakistan Google Trends: ପାକିସ୍ତାନ ଛାନିଆ, ଆତଙ୍କୀ ଆଟାକ୍‌ ପରେ ଗୁଗଲରେ ଏସବୁ ସର୍ଚ୍ଚ କରୁଛନ୍ତି ପାକିସ୍ତାନୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ କେବଳ ଭାରତକୁ ଦୋହଲାଇ ଦେଇନଥିଲା, ଏହାର ପ୍ରଭାବ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ଦେଖାଯାଉଛି। ଆକ୍ରମଣ ସମ୍ପର୍କରେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ଏତିକି ବଢ଼ିପାରେ ଆପଣଙ୍କ ଦରମା

ନୂଆଦିଲ୍ଲୀ,୨୪।୪: ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଅଷ୍ଟମ ବେତନ କମିଶନ ଲାଗୁ ହେବା ପରେ ସେମାନଙ୍କ ଦରମାରେ ଏକ ବଡ଼ ବୃଦ୍ଧି ଘଟିବ।...

୫ ହତ୍ୟାକାରୀ, ୩ ସ୍ଥାନରେ ୧୦ ମିନିଟ୍ କରିଥିଲେ ଗୁଳିବର୍ଷା: ସାମ୍ନାକୁ ଆସିଲା ପହଲଗାମ ଆକ୍ରମଣର ଛାତିଥରା ତଥ୍ୟ

ନୂଆଦିଲ୍ଲୀ,୨୪।୪: ମଙ୍ଗଳବାର ଅପରାହ୍ନରେ ବୈସରଣ ମେଦୋରେ ଘଟିଥିବା ପହଲଗାମ ଆତଙ୍କବାଦୀ ଆକ୍ରମଣ, ଯାହା ୨୬ ଜଣଙ୍କ ଜୀବନ ନେଇଛି, ତା’ର ତଦନ୍ତରୁ ଭୟଙ୍କର ଘଟଣାବଳୀ ସାମ୍ନାକୁ...

ସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ୫ ନକ୍ସଲ ନିହତ, ୧,୦୦୦ଙ୍କୁ ଘେରି ରହିଛନ୍ତି ୨୦,୦୦୦ ସୈନ୍ୟ

ବିଜାପୁର,୨୪।୪: ଦେଶରେ ଏଯାଏଁ ହୋଇଥିବା ସର୍ବବୃହତ ନକ୍ସଲ ବିରୋଧୀ ଅପରେସନ ବୋଲି କୁହାଯାଉଥିବା ଏହି ଅଭିଯାନରେ, ତିନୋଟି ରାଜ୍ୟର ୨୦,୦୦୦ରୁ ଅଧିକ ସୁରକ୍ଷା କର୍ମୀ ଛତିଶଗଡ଼ର...

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image