ପୁଣି ବର୍ଷା ସମ୍ଭାବନା: ୩ଦିନରେ ୪ଡିଗ୍ରୀ କମିବ ତାପମାତ୍ରା

ଭୁବନେଶ୍ୱର,୧୧ା୧୨(ଅନୁରାଧା ମହାରଣା):ରାଜ୍ୟରେ କିଛି ଜିଲାରେ ମଙ୍ଗଳବାର ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ବୁଧବାର ମଧ୍ୟ କେତେକ ଜିଲାରେ ହାଲୁକା ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ। ସୁନ୍ଦରରଗଡ଼, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା,କଟକ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ତେବେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୧.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ସର୍ବନିମ୍ନ ତାପମାତ୍ରା କେନ୍ଦୁଝରଗଡ଼ରେ ୧୫.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପିକେ ମିଶ୍ର-ଶକ୍ତିକାନ୍ତ ଦାସ: ଜାଣନ୍ତି କି ମୋଦିଙ୍କ ଉପ ସଚିବ ମାସକୁ ପାଆନ୍ତି ୨ଲକ୍ଷରୁ ଅଧିକ ଦରମା?

ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ଦେଶର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଏଠାରେ କାର୍ଯ୍ୟରତ ଅଧିକାରୀଙ୍କ ଦାୟିତ୍ୱ କେବଳ ପ୍ରଶାସନିକ...

ପୁଣି ଦାରିଙ୍ଗବାଡ଼ି-ଫୁଲବାଣୀକୁ ଚଳାଚଳ କରିବ ଲକ୍ଷ୍ମୀ ବସ୍‌, ଜିଲା ପ୍ରଶାସନକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିଠାରୁ ଫୁଲବାଣୀକୁ ପୁଣି ଥରେ ଶୀତ ତାପ ନିୟନ୍ତ୍ରଣ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ବାଟ ଖୋଲିଲା। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ ଏନେଇ...

ବଜ୍ରପାତ ନେଲା ଜଣଙ୍କ ଜୀବନ

ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି...

Pakistani Dating App: ପାକିସ୍ତାନରେ ଚହଳ ପକାଇଛି ଏହି ଡେଟିଂ ଆପ୍‌, ଅନଲାଇନରେ ପ୍ରେମ ଖୋଜୁଛନ୍ତି ଯୁବପିଢି

ଇସଲାମବାଦ,୧୮।୪: ଏବେ ଅନେକ ଯବୁପିଢି ଡେଟିଂ ଆପ୍‌ ବ୍ୟବହାର କରୁଛନ୍ତି। ଏହି ଡେଟିଂ ଆପ୍‌ରେ ସେମାନେ ନିଜ ଜୀବନସାଥୀ ମଧ୍ୟ ପାଇ ପାରୁଛନ୍ତି। ତେବେ ଭାରତରେ...

ସମ୍ବଭ ଜୈନ କିଏ? ଯାହାଙ୍କ ହାତ ଧରିଲେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଝିଅ ହର୍ଷିତା

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଝିଅ ହର୍ଷିତା କେଜ୍‌ରିଓ୍ବାଲ ନିଜ ଆଇଆଇଟି ବ୍ୟାଚମେଟ୍‌ ସମ୍ବଭ...

୨ ଘଣ୍ଟା ପ୍ରବଳ ବର୍ଷିବ : ୬୦ରୁ ୭୦ କିମି ବେଗରେ ବହିବ ପବନ, ଏହି ଜିଲାକୁ…

ଭୁବନେଶ୍ୱର,୧୮।୪: ପାଣିପାଗ ବିଭାଗ ପକ୍ଷରୁ ୨ ଜିଲାକୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ନେଇ ୨ ଘଣ୍ଟା ପାଇଁ ରେଡ ୱାର୍ନିଂ ଦିଆଯାଇଛି। ମୟୂରଭଞ୍ଜ ଓ...

କାଜୁବାଡ଼ି ଜଗିବାକୁ ଯାଇ ଘରକୁ ଫେରି ନ ଥିଲେ ବୃଦ୍ଧା, ଆଜି ମିଳିଲା ମୃତଦେହ

ନନ୍ଦପୁର,୧୮ା୪ (ତୁଷାରକାନ୍ତ ମହାନ୍ତି): ନନ୍ଦପୁର ବ୍ଲକ୍‌ ବିଲାପୁଟ ପଞ୍ଚାୟତ କଣ୍ଟା ଗ୍ରାମର ଶୁକ୍ରି ହନ୍ତାଳ(୭୪) ବୁଧବାର ସକାଳୁ ନିଖୋଜ ଥିବା ବେଳେ ଶୁକ୍ରବାର ତାଙ୍କ ମୃତଦେହ...

ଚମକାଇଲା ଆଉ ଏକ ଭବିଷ୍ୟବାଣୀ, ପୁଣି ଏହି ମସିହାରେ ଫେରିବ କରୋନା ମହାମାରୀ, କରିବ ନରସଂହାର!

ବାବା ଭେଙ୍ଗାଙ୍କଠାରୁ ଆରମ୍ଭ କରି ନେଷ୍ଟ୍ରାଡାମସଙ୍କ ପର୍ଯ୍ୟନ୍ତ, ଏପରି ଅନେକ ଭବିଷ୍ୟବାଣୀ କରାଯାଇଛି ଯାହା ବିଶ୍ୱକୁ ହଲାଇ ଦେଇଛି। ଏହି ଭବିଷ୍ୟବାଣୀଗୁଡ଼ିକରେ ଜାପାନର ସୁନାମିଠାରୁ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image