ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ ମଧ୍ୟରୁ ବରଗଡ଼ ଜିଲାରୁ ୨ ଜଣ ଥିବା ବେଳେ ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ରହିଛନ୍ତି।

Share