ପୁଣି ଖଳନାୟକ ଭୂମିକାରେ ରାଘବ

ମୁମ୍ବାଇ: ଜଣେ ଡ୍ୟାନ୍ସର ଭାବେ କ୍ୟାରିୟର ଆରମ୍ଭ କରିଥିବା ରାଘବ ଜୁୟାଲ ଏବେ ସମସ୍ତଙ୍କ ପସନ୍ଦର ଭିଲେନ୍‌ ବା ଖଳନାୟକ। ନିଜର ବଳିଷ୍ଠ ଅଭିନୟ ଜରିଆରେ ଦର୍ଶକମାନଙ୍କୁ ସେ ଆକୃଷ୍ଟ କରିପାରିଛନ୍ତି। ନିକଟରେ ରିଲିଜ ହୋଇଥିବା ‘କିଲ୍‌’ ଚଳଚ୍ଚିତ୍ରରେ ସେ ଖଳନାୟକ ଭୂମିକାରେ ନଜର ଆସିଥିଲେ, ଯେଉଁଥିରେ ତାଙ୍କ ଅଭିନୟ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଏହାରି ମଧ୍ୟରେ ଆଗକୁ ରିଲିଜ ହେବାକୁ ଯାଉଛି ତାଙ୍କର ଆଉ ଏକ ଚଳଚ୍ଚିତ୍ର ‘ୟୁଧ୍ର’। ଏଥିରେ ମଧ୍ୟ ସେ ଆଙ୍ଗ୍ରି ୟଙ୍ଗ୍‌ ଷ୍ଟାଇଲିସ୍‌ ଖଳନାୟକ ଭୂମିକାରେ ନଜର ଆସିବେ। ସିନେମାରେ କ୍ୟାରିୟର ଆରମ୍ଭରୁ ଖଳନାୟକ ଚରିତ୍ରରେ ନଜର ଆସିବା ପ୍ରଶ୍ନରେ ସେ କହିଛନ୍ତି ବଲିଉଡ୍‌ର ବାଦଶାହା ଶାହାରୁଖ ଖାନ୍‌ ମଧ୍ୟ ଆରମ୍ଭରୁ ଖଳନାୟକ ଚରିତ୍ରରେ ଅଭିନୟ କରିଥିଲେ। ‘କିଲ୍‌’ ବ୍ୟତୀତ ୱେବ୍‌ସିରିଜ ‘ଅଭୟ-୨’ରେ ମଧ୍ୟ ରାଘବ ଖଳନାୟକ ଭୂମିକାରେ ନଜର ଆସିଥିଲେ। ଏଥିରେ ମଧ୍ୟ ତାଙ୍କ ଅଭିନୟକୁ ବେଶ୍‌ ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri