Posted inଜାତୀୟ

ଆନ୍ଧ୍ର ବିଧାନସଭାନ ନିର୍ବାଚନ: ୧୧୮ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ, ଜାଣନ୍ତୁ ଟିଡିପି, ଜନସେନାର କେତେ ପଡ଼ିଲା ଭାଗ   

ବିଶାଖାପାଟଣା,୨୫।୨: ତେଲୁଗୁ ଦେଶମ ପାର୍ଟି (ଟିଡିପି) ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଜନସେନା ପାର୍ଟି ନେତା ପୱନ କଲ୍ୟାଣ ଆଗାମୀ ଆନ୍ଧ୍ରପ୍ରଦେଶ ବିଧାନସଭାନ ନିର୍ବାଚନ ପାଇଁ ୧୧୮ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କରିଛନ୍ତି।
ଆନ୍ଧ୍ରପ୍ରଦେଶର ୧୭୫ଟି ବିଧାନସଭା ଆସନ ମଧ୍ୟରୁ ଚନ୍ଦ୍ରବାବୁ ନାଇଡୁଙ୍କ ଦଳ ୧୫୧ ଆସନରେ ଲଢ଼ିବ ଏବଂ ଜନସେନା ବାକି ୨୪ଟି ଆସନରେ ଲଢ଼ିବ। ତେବେ ଯଦି ଭାଜପା  ମେଣ୍ଟରେ ସାମିଲ ହେବାକୁ ନିଷ୍ପତ୍ତି ନିଏ ତେବେ ଏହାକୁ କିଛି ଆସନ ଦିଆଯିବ ବୋଲି ଦୁଇ ନେତା କହିଛନ୍ତି। ଟିଡିପି-ଜନସେନା ମେଣ୍ଟ ସମ୍ପର୍କରେ ଆନ୍ଧ୍ରପ୍ରଦେଶ ବାସଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନାଇଡୁ କହିଛନ୍ତି ଯେ ଏହା ଏକ ମହାନ ପ୍ରୟାସ ଦିଗରେ ପ୍ରଥମ ପଦକ୍ଷେପ। ବର୍ତ୍ତମାନ ସମ୍ଭାବ୍ୟ ର୍ନିବାଚନ ପୂର୍ବ ମେଣ୍ଟ ପାଇଁ ଭାଜପା ସହ ମଧ୍ୟ ଆଲୋଚନା ଚାଲିଛି।

Enter your email to get our daily news in your inbox.

All Right Reserved By Dharitri.Com

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା।...

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ...

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ...

ମନମୋହନ ସିଂ: ଭାରତର ଦିଗ ବଦଳାଇଥିବା ସରଳ ନେତା

ନୂଆଦିଲ୍ଲୀ,୨୬ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂ ଜଣେ ମହାନ ଅର୍ଥନୀତିଜ୍ଞ ଏବଂ ସରଳତାରେ ପରିପୂର୍ଣ୍ଣ ନେତା ଥିଲେ। ୧୯୯୧ ରେ, ସେ ପ୍ରଧାନମନ୍ତ୍ରୀ...

ମନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ମନମୋହନଙ୍କ ପରଲୋକରେ ଶୋକର ଛାୟା...

ଆର୍ଥିକ ଉଦାରୀକରଣ, ନରେଗା, ଆଧାର ଏବଂ RTI ରେ ପ୍ରମୁଖ ଭୂମିକା….ଜାଣନ୍ତୁ ମନମୋହନଙ୍କ ସମସ୍ତ ଉପଲବ୍ଧି

ନୂଆଦିଲ୍ଲୀ,୨୬ା୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତର ଜଣାଶୁଣା ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂ ଗୁରୁବାର ରାତିରେ ପ୍ରାଣତ୍ୟାଗ କରିଛନ୍ତି। ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ...

କଂଗ୍ରେସକୁ ଏଏପିର ୨୪ ଘଣ୍ଟିଆ ଅଲ୍ଟିମେଟମ, ପ୍ରତିକ୍ରିୟା ରଖିଲେ ଭେନୁଗୋପାଲ

ନୂଆଦିଲ୍ଲୀ,୨୬।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) କଂଗ୍ରେସକୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri