ଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲ

ଲାଞ୍ଜିଗଡ଼,୮ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ ଲାଞ୍ଜିଗଡ଼ ସେକ୍ସନର ଗୌଡ଼ଥୁଆଗୁଡା ଗାଁରେ ହାତୀପଲ ଉପଦ୍ରବ କରିଛନ୍ତି। ରବିବାର ରାତିରେ ୧୦ ଟିକିଆ ହାତୀପଲ ଆସି ଅଙ୍ଗନଓ୍ବାଡି କେନ୍ଦ୍ର ଘର ଭାଙ୍ଗିବା ସହିତ କେନ୍ଦ୍ରରେ ଥିବା ପିଲାଙ୍କ ଖାଦ୍ୟ ଖାଦ୍ୟ ଖାଇ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ଏହି ଜଙ୍ଗଲୀ ହାତୀପଲ ବିଶ୍ୱନାଥପୁର ବନାଞ୍ଚଳରେ ବିଭିନ୍ନ ସମୟରେ ଆତଙ୍କ ସୃଷ୍ଟି କରୁଥିବା ବେଳେ ରବିବାର ରାତିରେ ତ୍ରିଲୋଚନପୁର ପଞ୍ଚାୟତ ଗୌଡ଼ ଥୁଆଗୁଡା ଗାଁକୁ ପଶି ଆସିଥିଲେ। ହାତୀପଲ ନିକଟସ୍ଥ ନିୟମଗିରି ଜଙ୍ଗଲରୁ ଆସି ପ୍ରଥମେ ଗାଁ ମୁଣ୍ଡରେ ଗର୍ଜନ କରିଥିଲେ।

ଏହା ଶୁଣି ରାତିରେ ଗ୍ରାମବାସୀ ଭୟରେ ଘରୁ ବାହାରି ନ ଥିଲେ। ସୋମବାର ସକାଳେ ଗ୍ରାମବାସୀ ଦେଖିଲା ବେଳକୁ ହାତୀପଲ ଅଙ୍ଗନଓ୍ବାଡି କେନ୍ଦ୍ରର ଘର କାନ୍ଥ, ଝରକା ଭାଙ୍ଗିଥିବା ବେଳେ ଶିଶୁଙ୍କ ପାଇଁ କେନ୍ଦ୍ରରେ ଥିବା ଖାଦ୍ୟ ଖାଇ ନଷ୍ଟ କରିଦେଇଥିବା ଦେଖି ବନବିଭାଗକୁ ଖବର ଦେଇଥିଲେ। ଖବର ପାଇ ଲାଞ୍ଜିଗଡ଼ ବନ ବିଭାଗ ପକ୍ଷରୁ ଫରେଷ୍ଟ ଗାର୍ଡ ଗିରିଧାରୀ ଗୋଡ, ମୂଷାନାଳ ଫରେଷ୍ଟର ଚିନ୍ତାମଣି ମାଝି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri