Posted inରାଜ୍ୟ

ସକାଳୁଆ ଅଙ୍ଗନୱାଡି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନିଷ୍ପତି

ଭୁବନେଶ୍ୱର,୧।୪: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ
ପରିମାଣର ଓଆର୍‌ଏସ୍‌ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ବିଭିନ୍ନ
ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର
ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri