Categories: ରାଜ୍ୟ

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ

ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍‌ ବିଶ଼୍ବନାଥ ରଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପ୍ରାୟ ୧ଟାରୁ ଦେଢ଼ଟା ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ପାଇଁ ଶୁଭ ମୁହୂର୍ତ୍ତ ରହିଥିବା ସେ କହିଛନ୍ତି ।

Share