ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ

ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।

ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସିଥିଲେ। ହେଲେ ଶୁଭମୁହୁର୍ତ୍ତ ଗଡି ଯିବାରୁ ନାମାଙ୍କନ ନ ଭରି ଫେରିଯାଇଥିଲେ। ମଙ୍ଗଳବାର ପୁଣି ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି । ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ପ୍ରତାପ ଜେନାଙ୍କ ବଦଳରେ ତାଙ୍କର ପୁଅ ଅଙ୍କିତଙ୍କୁ ଟିକେଟ ଦେଇ ଭାରସା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର କାର୍ମିକ...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜିପି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକଉତ୍ସବ

ଦିଗପହଣ୍ଡି,୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ...

ଶହୀଦ ରାଜକିଶୋରଙ୍କ ଘରେ ପହଞ୍ଚିଲେ ମନ୍ତ୍ରୀ

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ସହିଦ ରାଜକିଶୋର ମୁଣ୍ତାଙ୍କ ଘରକୁ ଆଜି ମଧ୍ୟାହ୍ନରେ ରାଜ୍ୟ ଜଙ୍ଗଲ...

ମିଶନ ଶକ୍ତି କାଫେ ଉଦ୍‌ଘାଟନ କଲେ ବିଧାୟକ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଛକଠାରେ ମଙ୍ଗଳବାର ସନ୍ଧ୍ୟାରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ...

ଛାତ୍ରୀଛାତ୍ରଙ୍କୁ ପୌଷ୍ଟିକ ମାଣ୍ଡିଆ ଲଡୁ ବଣ୍ଟନ

ଦିଗପହଣ୍ଡି,୧ା୪(ଅଶେଷ ନାଥ ମିଶ୍ର): ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା ଅନୁଯାୟୀ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମଙ୍ଗଳବାରଠାରୁ ଦିଗପହଣ୍ଡି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଛାତ୍ରୀଛାତ୍ରମାନଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image