ଭୁବନେଶ୍ୱର ‘ସୂତା’ ଆଉଟଲେଟର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧।୧୦(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ହାଣ୍ଡଲୁମ ଷ୍ଟାର୍ଟଅପ ବ୍ରାଣ୍ଡ ‘ସୂତା’ (ଭୁବନେଶ୍ୱରର ସୂତା ଆଉଟଲେଟ) ର ପ୍ରଥମ ବାର୍ଷିକ ଉତ୍ସବ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ସୂତାର ସହ ପ୍ରତିଷ୍ଠାତା ତଥା ଏମଡି ତାନିଆ ବିଶ୍ୱାସ, ପ୍ରତିଷ୍ଠାତା ତଥା ଏମ୍‌ଡି ସୁଜାତା ବିଶ୍ୱାସ ଏବଂ ପ୍ରାଞ୍ଚାଇଜ ପାର୍ଟନର ସୋମା ଦାସଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ହ୍ୟାଣ୍ଡଲୁମ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ଷ୍ଟୋର ‘ସୂତା’ ସବୁ ବର୍ଗର ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ହାଣ୍ଡଲୁମ ପୋଷାକ ସମେତ ଫ୍ୟାଶନ ଡିଜାଇନ ପ୍ରଡକ୍ଟ ଓ ବିଭିନ୍ନ ବର୍ଗର ଉତ୍ପାଦମାନ ଯୋଗାଇ ଦେଇଥାଏ। ଏପରିକି ଅଭିଜ୍ଞ କାରିଗର ଓ ଡିଜାଇନରଙ୍କ ଦ୍ୱାରା ସୁକ୍ଷ୍ମ କାରୁକାର୍ଯ୍ୟରେ ନିର୍ମିତ ପୁରୁଷ, ମହିଳା ଓ ଶିଶୁଙ୍କ ପୋଷାକ ବେଶ୍‌ ଆକର୍ଷଣୀୟ ଏବଂ ଗୁଣାତ୍ମକ ହୋଇଥିଲାବେଳେ ସୁଲଭ ମୂଲ୍ୟରେ ଉଚ୍ଚସ୍ତରୀୟ ଉତ୍ପାଦ ଗ୍ରାହକଙ୍କୁ ଏହା ଯୋଗାଇ ଦେଇଥାଏ। ସେହିଭଳି ବାର୍ଷିକ ଉତ୍ସବ ଅବସରରେ ବ୍ରାଣ୍ଡ ଆକର୍ଷଣୀୟ ରିହାତି ଓ ବାର୍ଷିକ ସେଲ ସମ୍ପର୍କରେ ମଧ୍ୟ ଘୋଷଣା କରିଛି। ସ୍ବଳ୍ପ ଅବଧି ପାଇଁ ଉପଲବ୍ଧ ଥିବା ଏହି ଅଫରର ଲାଭ ଉଠାଇବା ପାଇଁ ସୂତା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକରେ ନିବେଶକ ହରାଇଲେ ୩.୫ ଲକ୍ଷ କୋଟି

ମୁମ୍ବାଇ,୧।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ସାଙ୍ଗକୁ ଦରବୃଦ୍ଧି ଜନିତ ମାନ୍ଦାବସ୍ଥାର ପ୍ରଭାବ ଭାରତୀୟ ପୁଞ୍ଜି ବଜାରର କାରବାର ଉପରେ ବଡଧରଣର ପଡିଛି। ଫଳରେ ଘରୋଇ ଶେୟାର ବଜାରର ନିବେଶକମାନେ...

କଳାମନ୍ଦିରକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ପୁରସ୍କାର

ଭୁବନେଶ୍ୱର,୧।୧୦ ରାଜ୍ୟର ଅଗ୍ରଣୀ ଫ୍ୟାଶନ ଶୋ’ରୁମ୍‌ କଳାମନ୍ଦିରକୁ ନିକଟରେ ଟାଇମ୍ସ ଆଇକନ୍ସ ଅଫ୍‌ ଓଡ଼ିଶା-୨୦୨୪ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର...

ଅରୁନ୍ଧତୀକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ଆଓ୍ବାର୍ଡ

ଭୁବନେଶ୍ୱର,୧।୧୦:ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ,...

ଗ୍ରାହକଙ୍କୁ ଉତ୍କୃଷ୍ଟ ସେବା ଯୋଗାଇବ ବ୍ୟାଙ୍କ

ଭୁବନେଶ୍ୱର, ୧।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ ବା ପିଏନ୍‌ବି ସମ୍ବଲପୁର ମଣ୍ଡଳ ପକ୍ଷରୁ ଏକ ଗ୍ରାହକ ସମ୍ମିଳନୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ପିଏନ୍‌ବି ଭୁବନେଶ୍ୱର...

ସିଜେ ଡାର୍ସଲ୍‌ ସହ ଜେଏସ୍‌ଏଲ୍‌ର ବୁଝାମଣା

ଭୁବନେଶ୍ୱର,୧।୧୦: ଭାରତର ଅନ୍ୟତମ ଅଗ୍ରଣୀ ଲଜିଷ୍ଟିକ୍‌ ପ୍ରଦାନକାରୀ ସିଜେ ଡାର୍ସଲ୍‌ ଲଜିଷ୍ଟିକ୍‌ ଲିମିଟେଡ୍‌ ଏବଂ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡ (ଜେଏସ୍‌ଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା...

ଆକର୍ଷଣୀୟ ମୂଲ୍ୟରେ ପ୍ରିମିୟମ ସିଲ୍କ ଉତ୍ପାଦ

ଭୁବନେଶ୍ୱର,୧।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରୀ ଗଣପତି ସିଲ୍କ (ଗଣେଶ ସିଲ୍କ) ଜାତୀୟସ୍ତରୀୟ ହସ୍ତତନ୍ତ ମେଳା-୨୦୨୪ରେ ସାମିଲ ହୋଇଛି। ଏହି ମେଳାରେ...

କାନାରା ବ୍ୟାଙ୍କର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର,୧।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପଖୱାଡା ଦିବସ ଓ ପୁରସ୍କାର ବିତରଣ ସମାରୋହ-୨୦୨୪ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ...

ଟ୍ରେନରେ ଥାଇ ଜୋମାଟୋରେ ଅର୍ଡର କରିପାରିବେ ଖାଦ୍ୟ, ଏବେ ପ୍ରତି ଷ୍ଟେଶନରେ…

ନୂଆଦିଲ୍ଲୀ,୩୦।୯: ଯେତେବେଳେ ଆମେ କୌଣସି ଲମ୍ବା କିମ୍ବା କମ୍‌ ସମୟ ପାଇଁ ଟ୍ରେନରେ ଯାତ୍ରା କରୁ ସେତେବେଳ ଖାଇବା ନେଇ ଟେନଶନ ଥାଆନ୍ତି। କେତେବଳେ ଟ୍ରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri