ନିମପଲ୍ଲୀ ସେବାଶ୍ରମର ବାର୍ଷିକୋତ୍ସବ: ଯୋଗଦେଲେ ବିଡିଓ…

ଦିଗପହଣ୍ଡି,୨୮।୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଏନ୍‌ଏସ ୨ ନଂ ୱାର୍ଡ ନିମପଲ୍ଲୀ ସରକାରୀ ସେବାଶ୍ରମ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ପ୍ରଧାନ ଶିକ୍ଷୟିତ୍ରୀ ସୁମିତ୍ରା କୁମାରୀ ମହାନ୍ତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ସାହୁ ସଭାପତିତ୍ୱ କରିଥିଲେ। ଦିଗପହଣ୍ଡି ବଡିିଓ ଡ. ଚିତ୍ତରଞ୍ଜନ ଦାସ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ।
ସେହିପରି କ୍ଷଣପ୍ରଭା ଶତପଥୀ ମୁଖ୍ୟବକ୍ତା, ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ, ସହଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ଭାରପ୍ରାପ୍ତ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଅନ୍ତର୍ଯ୍ୟାମୀ ପାଢୀ, ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା, କନିଷ୍ଠ ଯନ୍ତ୍ରୀ ଇଂ. ସୁବ୍ରତ ମହାରଣା, ସିଆରସିସି ଅନୀଲ କୁମାର ଦାସ, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସୁଷମା ମଲ୍ଲିକ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସିନ ଥିଲେ । ଛାତ୍ରୀଛାତ୍ରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ପରିଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ସେବାଶ୍ରମ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ପରିଚାଳନା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

Love Marriage: କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାତାପିତାଙ୍କ ଇଚ୍ଛା ବିରୋଧରେ ବିବାହ କଲେ ମିଳିବନି ପୋଲିସ ସୁରକ୍ଷା

ନୂଆଦିଲ୍ଲୀ,୧୭।୪: ଆହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ଯେଉଁ ପ୍ରେମୀଯୁଗଳମାନେ ନିଜ ଇଚ୍ଛାରେ ମାତାପିତାଙ୍କ ଅନୁମତି ବିନା ବିବାହ କରନ୍ତି, ସେମାନଙ୍କୁ ଆଉ...

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ...

ଗୌତମ ଗମ୍ଭୀରଙ୍କ ସପୋର୍ଟ ଷ୍ଟାଫ୍ ରୁ ତିନି ଜଣଙ୍କୁ ବହିଷ୍କାର କରିବ ବିସିସିଆଇ, ରହିଛି ବଡ଼ କାରଣ

ମୁମ୍ବାଇ,୧୭ା୪: ଅଷ୍ଟ୍ରେଲିଆରେ ବର୍ଡର ଗାଭାସ୍କର ଟ୍ରଫିରେ ଭାରତୀୟ କ୍ରିକେଟ୍ ଦଳର ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ଏହି ଗସ୍ତରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ୩-୧ ବ୍ୟବଧାନରେ...

Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ...

Gold Rate Today : ଆଉ କିଣିବାନି ସୁନା! ଜାଣନ୍ତୁ ୧୦ ଗ୍ରାମ ପ୍ରତି ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ, ୧୭।୪: ଭାରତୀୟ ବଜାରରେ ସୁନା ଦର ରେକର୍ଡ ଛୁଇଁଛି। ଏବେ ସୁନା ଲକ୍ଷେ ମୁହାଁଉଛି। ଗୁରୁବାର ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ...

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ...

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ...

ବିଶ୍ୱରେ ପ୍ରଥମ ଥର ହେବାକୁ ଯାଉଛି Sperm Race, LIVE ଟେଲିକାଷ୍ଟବେଳେ ଟଙ୍କା ଲଗାଇବେ ବଡ଼ ବଡ଼ ସେଲିବ୍ରେଟି

ନୂଆଦିଲ୍ଲୀ,୧୭।୪: ଲସ ଆଞ୍ଜେଲସରେ ଏମିତି ଏକ ବିରଳ ଘଟଣା ଘଟିବାକୁ ଯାଉଛି, ଯାହାକୁ ଶୁଣିଲେ ଆପଣ ବି ମୁଣ୍ଡରେ ହାତ ଦେବେ। କିନ୍ତୁ ଏହା ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image