ମଧୁବିଦ୍ୟା ପୀଠର ବାର୍ଷିକୋତ୍ସବ: କୃତି ଛାତ୍ରୀଛାତ୍ରଙ୍କୁ କରାଗଲା ପୁରସ୍କୃତ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟା ପୀଠ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମମତାରାଣୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା ସଂଯୋଜନା କରିଥିଲେ। ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟ ଅତିଥି, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ସହଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ, ଖଲିକୋଟ ଡାଇଟ ଶିକ୍ଷକ ପ୍ରଶିକ୍ଷିକା ନିବେଦିତା ପାଢୀ, ଏବିଇଓ ବିଶ୍ରବା ପାଇକ, କାଉନସିଲର ଜ୍ୟୋସ୍ନା ଜେନା, ବ୍ଲକ ଏନପିଏସ ଶିକ୍ଷକ ସଂଘ ସଭାପତି ରାଜେନ୍ଦ୍ର ଗୌଡ ଯୋଗ ଦେଇଥିଲେ। ସେହିପରି ବ୍ଲକ ମିଳିତ ଶିକ୍ଷକ ସଂଘ ସଭାପତି ଇ. ଗଣେଶ ପାତ୍ର, ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ଗୌରଚନ୍ଦ୍ର ପଟ୍ଟନାୟକ, ସିଆରସିସି ଅନିଲ କୁମାର ଦାସ, ସୁବ୍ରତ କୁମାର ପଣ୍ଡା, ରବିନ୍ଦ୍ର ବେହେରା, ମେନସନ ପ୍ରଧାନ, ଗୋଷ୍ଠୀ ସମ୍ଭଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ, ନରସିଂହ ପାଠୀ, ସୁଧାଂଶୁ ଶେଖର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସହରର ବହୁ ଗଣମାନ୍ୟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବା ସହ ବିଭିନ୍ନ ପ୍ରତିଯୋଗୀତାର କୃତି ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିବା ବେଳେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ, ଭାଗ୍ୟଲକ୍ଷ୍ମୀ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ...

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୫ା୪(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ...

କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା…

ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ...

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ

କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ...

ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି

ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ...

ଥଣ୍ଡା ଭଲ କରିବା ପାଇଁ ୪ବର୍ଷର ଶିଶୁକୁ ସିଗାରେଟ ପିଆଇଲେ ଡାକ୍ତର

ନୂଆଦିଲ୍ଲୀ,୧୬।୪: ଉତ୍ତର ପ୍ରଦେଶର ଜଲାଉନ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଓ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଏକ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ କାର୍ଯ୍ୟ କରୁଥିବା...

ରାସ୍ତାକଡ଼ ପାଉଁଶରେ ପଡି ଶିଶୁ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

Video: ନଦୀରେ ପଶି ରିଲ୍ ଶୁଟିଂ କରୁଥିଲେ ମହିଳା, ପ୍ରବଳ ସ୍ରୋତରେ ଭାସିଗଲେ

ନୂଆଦିଲ୍ଲୀ,୧୬ା୪: ଉତ୍ତରାଖଣ୍ଡରେ ଏକ ରିଲ୍ ସୁଟିଂ କରୁଥିବା ସମୟରେ ଜଣେ ମହିଳା ନଦୀରେ ବୁଡ଼ି ଭାସି ଯାଇଛନ୍ତି। ଯାହା ନେପାଳର ଏକ ପରିବାର ପାଇଁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image