ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୦୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧାରୁ ୬, ବଲାଙ୍ଗୀରରୁ ୩, ସମ୍ବଲପୁରରୁ ୨ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡା, ପୁରୀ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି

ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ...

ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି...

ଶିଶ୍‌ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା

ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍‌ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ...

ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍‌ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୯ା୧(ସୁନିତ୍‌ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍‌ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ...

ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୯ା୧(ସୁନିତ୍‌ ମିଶ୍ର):ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ...

୨୦ରୁ ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ପୁରୀ, ୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି...

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri