ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୮୧ ଇନ୍‌ଷ୍ଟିଚ୍ୟୁଶନାଲ ଏବଂ ୧୧୮ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪, ୧୭୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨,୪୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧,୭୩୦ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୩ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ...

Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

ଯାଜପୁର, ନୂଆ ଜଗନ୍ନାଥ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ଼, ଦୃଷ୍ଟି ଦେବାକୁ ପ୍ରଶାସନ ନିକଟରେ ଦାବି

ନିରାକାରପୁର, ୨୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ନିରାକାରପୁର ବଜାରରୁ ଲେଣ୍ଡୋ ପଞ୍ଚାୟତର ଯାଜପୁର ଗାଁକୁ ଯିବା ମୁଖ୍ୟ ରାସ୍ତାଟି ଏବେ ଡମ୍ପିଂୟାର୍ଡ଼ ପାଲଟିଛି। ଖାଲି ଯାଜପୁର...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri