ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍ କରି ସୂଚନା ଦିଆଯାଇଛି।
Another 3484 #COVID19 patients have recovered and are being discharged on 01.09.2020
890 from Khordha
314 from Jajpur
302 from Rayagada
253 from Ganjam
162 from Kendrapara
143 from Cuttack
131 from Mayurbhanj
130 from Koraput
126 from Nayagarh
105 from Baleswar— H & FW Dept Odisha (@HFWOdisha) September 1, 2020