ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share