ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୧୩୦, ଭଦ୍ରକରୁ ୧୧୮, ବାଲେଶ୍ବରରୁ ୧୧୫, ସମ୍ବଲପୁରରୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡରୁ ୧୦୬, ନୂଆପଡାରୁ ୧୦୧, ରାୟଗଡାରୁ୯୯, ସୁନ୍ଦରଗଡରୁ ୯୮, ଝାରସୁଗୁଡାରୁ ୮୧, କୋରାପୁଟରୁ ୬୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୋନୁପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡରୁ ୪୬, ବଲାଙ୍ଗିରରୁ ୪୫, ଗଞ୍ଜାମରୁ ୩୯, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡରୁ ୧୬, ଗଜପତିରୁ ୧୩, ଷ୍ଟେଟପୁଲର ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share