ଆଉ ଏକ ମୁଣ୍ଡ ନେଲା କରୋନା: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ରାଜ୍ୟରେ ଶନିବାରେ କରୋନା ଆକ୍ରାନ୍ତରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୬୮ ବର୍ଷୀୟ ବୃଦ୍ଧ। ପୂର୍ବରୁ ସେ ହାଇପରଟେନସନ୍‌ ଏବଂ ଡାଇବେଟିସ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share