ପୁଣି ଆଖି ବୁଜିଲା ଆଉ ଏକ ହାତୀ

କେନ୍ଦୁଝର,୨୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅନ୍ତର୍ଗତ କାଳିଆ ହତା ସେକ୍ସନ ଅଧିନସ୍ଥ କଳାପାଟ ଜଙ୍ଗଲରେ ଏକ ୩୫ ବର୍ଷ ବୟସ୍କା ମାଈହାତୀର ମୃତ୍ୟୁ ଘଟିଛି। ଶୁକ୍ରବାର ୫ ଟିକିଆ ହାତୀ ଦଳ ଉକ୍ତ ଅଞ୍ଚଳରେ ବୁଲୁଥିଲେ। ତେବେ ଆଜି ଗ୍ରାମବାସୀ ସୂଚନା ଦେବା ପରେ ବନ ବିଭାଗ ଅଧିକାରୀ ଘଟଣାସ୍ଥଳକୁ ଯାଇଥିବା ଜଣାପଡ଼ିଛି। ମୃତ୍ୟୁର କାରଣ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପହଞ୍ଚିବା ପରେ ଜଣାପଡ଼ିବ ବୋଲି କେନ୍ଦୁଝର ଡିଏଫ୍‌ଓ କେନ୍ଦୁଝର ସୂଚନା ଦେଇଛନ୍ତି। କିଛିଦିନ ତଳେ ଆନନ୍ଦପୁର ଅଞ୍ଚଳରେ ଏକ ହାତୀର ମୃତ୍ୟୁ ହୋଇଥିଲା। ସେହିପରି ଟ୍ରେନ୍‌ ଦୁର୍ଘଟଣାରେ ଚମ୍ପୁଆ ରେଞ୍ଜରେ ୩ଟି ହାତୀ ମୃତ୍ୟୁବରଣ କରିଥିଲେ। ବାରମ୍ବାର ହାତୀ ମୃତ୍ୟୁ ଜିଲାରେ ହାତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର...

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା...

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର...

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ...

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ...

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ...

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri