ଝାଡ଼ାବାନ୍ତିରେ ଆଖି ବୁଜିଲେ ଆଉ ଜଣେ: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ରାଉରକେଲା,୧୭।୧୨: ରାଉରକେଲା ସହରରେ ଝାଡ଼ାବାନ୍ତି ବ୍ୟାପିଥିବା ବେଳେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତକ ଜଣେ ବୃଦ୍ଧ। ୩ ଦିନ ମଧ୍ୟରେ ସହରରେ ୫ ଜଣଙ୍କ ମୃତ୍ୟୁ ଚିନ୍ତାର କାରଣ ହୋଇଛି।
ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ)ରେ ଏବେ ୧୧୬ ଜଣ ଚିକିତ୍ସାଧୀନ ଅଛନ୍ତି। କିଛି ଲୋକ ଭଲ ହୋଇ ଘରକୁ ଫେରିଥିବା ବେଳେ ନୂଆ ରୋଗୀ ଭର୍ତ୍ତି ହେଉଥିବାରୁ ଚିନ୍ତା ବଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗେଜ ବ୍ୟାଗରେ ଯାଉଥିଲା ଗୋମାଂସ ପରେ…

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝର ନିକଟରେ ମଙ୍ଗଳବାର ମଦ ଚୋରାଚାଲାଣ ରୋକିବାକୁ ଅବକାରୀ ବିଭାଗ ପକ୍ଷରୁ ଗାଡ଼ିମୋଟର ଯାଞ୍ଚ...

ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ ମହିଳା

ପୁରୀ,୧୨।୧୧: ଶ୍ରୀମନ୍ଦିରରେ ଅଣହିନ୍ଦୁ ମହିଳା ପ୍ରବେଶ କରିଥିବା ସୂଚନା ମିଳିଛି। ଶ୍ରୀମନ୍ଦିର ଗୁମୁଟ ପର୍ଯ୍ୟନ୍ତ ମହିଳା ଜଣଙ୍କ ପଳାଇଛନ୍ତି। ସେଠାରେ ତାଙ୍କୁ ଜଗନ୍ନାଥ ଟେମ୍ପୁଲ ପୋଲିସ...

ମିଥ୍ୟା ସତ୍ୟପାଠ ମାମଲା: ହାଇକୋର୍ଟରେ ଜବାବ ଦାଖଲ ଅରୁଣ ସାହୁ

କଟକ,୧୨।୧୧(କାର୍ତ୍ତିକ ସାହୁ): ନୟାଗଡ଼ ବିଧାନସଭା ମିଥ୍ୟା ନିର୍ବାଚନୀ ମାମଲାରେ ମଙ୍ଗଳବାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ଏହାସହ ଅରୁଣଙ୍କ ପକ୍ଷରୁ...

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ: ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ,୧୨।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ପଞ୍ଚୁକ ବ୍ରତ ମଙ୍ଗଳବାର ବଡ଼ ଏକାଦଶୀ ତୀଥିରୁ ଆରମ୍ଭ ହୋଇଛି। ଏହି ଅବସରରେ ଠାକୁର ସାକ୍ଷୀଗୋପାଳ ଏବଂ ମା’...

ଘରକୁ ଆସିଥିବା ଅତିଥିଙ୍କ ଗଳା କାଟିଦେଲେ…

କୋରାପୁଟ/ନନ୍ଦପୁର,୧୨।୧୧(ଅମିତାଭ ବେହେରା/ସୁନୀଲ ପଣ୍ଡା): ଦୁଇ ଜଣଙ୍କ ଗଳାକାଟିବା ପରେ ନିଜ ଗଳା କଟିଲେ ମାନସିକ ବିକୃତ ଯୁବକ। ଏଭଳି ଏକ ଘଟଣା ଘଟିଛି ଲମତାପୁଟ ଟିକରପଡା...

ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ

ଦାରିଙ୍ଗବାଡ଼ି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଆମ୍ବ ଟାକୁଆ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଥିଲା। ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର...

ଶ୍ୱଶୁରର ମତ୍ୟୁ ଖବର କହିବାକୁ ଯାଉଥିଲେ ଜ୍ୱାଇଁ; ବାଟରେ ଚାଲିଗଲା ଜୀବନ

ବାରିପଦା,୧୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ୧୮ନଂ ଜାତୀୟ ରାଜପଥର କୁଳିଅଣା ଥାନା ଅଧୀନ କୁଚେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri