Posted inଖେଳ

ଅଷ୍ଟ୍ରେଲିଆକୁ ଆଉ ଏକ ଝଟ୍‌କା: ବିଶ୍ୱକପ୍‌ ଅଧାରୁ ଘରକୁ ଫେରିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୧: ଦିନିକିଆ ବିଶ୍ୱକପ୍‌ ଚାଲିଥିବାବେଳେ ଅଷ୍ଟ୍ରେଲିଆକୁ ଆଉ ଏକ ଝଟ୍‌କା ଲାଗିଛି। ବିଶ୍ୱକପ୍‌ ଅଧାରୁ ଘରକୁ ଫେରିଛନ୍ତି ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି ମିଚେଲ ମାର୍ଶ। ବ୍ୟକ୍ତିଗତ କାରଣରୁ ସେ ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି। ଏହାପୂର୍ବରୁ ଗ୍ଲେନ ମ୍ୟାକ୍ସୱେଲ ଆହତ ହୋଇଥିଲେ।
ବିଶ୍ୱକପ ୨୦୨୩ରେ ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ଭଲ ପ୍ରଦର୍ଶନ କରିଛି। ଦଳ ୬ଟି ମ୍ୟାଚ ଖେଳି ୪ଟି ଜିତିଛି। ଅଷ୍ଟ୍ରେଲିଆ ୮ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। ଅଷ୍ଟ୍ରେଲିଆର ପରବର୍ତ୍ତୀ ମ୍ୟାଚ ଇଂଲଣ୍ଡ ବିପକ୍ଷରେ। ସେ ଏହି ମ୍ୟାଚ ପାଇଁ ଆଲେକ୍ସ କେରି, ମାର୍କସ ଷ୍ଟୋଇନିସ କିମ୍ବା ସଚନ ଆବଟ୍ଟଙ୍କୁ ସୁଯୋଗ ଦେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଇଭ୍‌ ମ୍ୟାଚ୍‌ ମଝିରେ ରିଷଭ ପନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଦେଲେ ଅଷ୍ଟ୍ରେଲିଆ ଖେଳାଳି: ସମସ୍ତେ ଆଶ୍ଚର୍ଯ୍ୟ

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ପର୍ଥ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ...

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍‌ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ...

ମାତ୍ର ୫୦ ରନ୍‌ରେ ପାଭିଲିୟନକୁ ଫେରିଲେ ଭାରତର ଅଧା ଟିମ୍‌

ପର୍ଥ,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପର୍ଥରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ...

ପର୍ଥରେ ବଡ଼ ରେକର୍ଡ କଲେ କେ.ଏଲ୍‌ ରାହୁଲ

ପର୍ଥ,୨୨।୧୧: ପର୍ଥ ଟେଷ୍ଟରେ କେ.ଏଲ ରାହୁଲ ଏକ ସ୍ବତନ୍ତ୍ର ରେକର୍ଡ କରିଛନ୍ତି। ପର୍ଥରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ...

ଆସିଗଲା ତାରିଖ: ଏହି ଦିନରୁ ଆରମ୍ଭ ହେବ ଆଇପିଏଲ ୨୦୨୫ !

ନୂଆଦିଲ୍ଲୀ,୨୨।୧୧: ଆଜିକାଲି ଆଇପିଏଲ ୨୦୨୫ ମେଗା ନିଲାମ ଖବର ଚର୍ଚ୍ଚାରେ ଅଛି। ଏହି ସମୟରେ ଆଇପିଏଲ ୨୦୨୫ ଆରମ୍ଭ ହେବାର ତାରିଖ ସାମ୍ନାକୁ ଆସିଛି। ଏକ...

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର...

ନିଜ ନିଷ୍ପତ୍ତିରେ ସମସ୍ତଙ୍କୁ ଚମକାଇଦେଲେ ରୋହିତ ଶର୍ମା: ଏବେ….

ନୂଆଦିଲ୍ଳୀ,୨୧।୧: ନିକଟରେ ରୋହିତ ଶର୍ମା ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ସେ ପତ୍ନୀ ରିତିକା ସଜଦେହଙ୍କ ସହ ସମୟ ବିତାଇବା ପାଇଁ ଅଷ୍ଟ୍ରେଲିଆ ବିପକ୍ଷ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri