୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୯: ରାଜ୍ୟରେ ବର୍ଷା ସାମାନ୍ୟ କମିଛି । ପାଗ ସାମାନ୍ୟ ଅନୁକୂଳ ହୋଇଥିବା ବେଳେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୧୨ ତାରିଖରୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୧୩ରେ ଏହା ଲଘୁଚାପରେ ପରିଣତ ହେବ । ୧୩ରୁ ୧୫ ଯାଏଁ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share