ସରକାରୀ ନିଯୁକ୍ତି ପରୀକ୍ଷାରେ ଠକିଲେ ଛାତ୍ରୀଛାତ୍ରଙ୍କୁ ହେବ ୧୦ ବର୍ଷ ଜେଲ, ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୯।୨: ସରକାରୀ ନିଯୁକ୍ତି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ, ଜାଲ ଓ୍ବେବ୍ସାଇଟ ଭଳି ଅସାଧୁ କାର୍ଯ୍ୟ ରୋକିବା ପାଇଁ ଲୋକ ସଭାରେ ଆଣ୍ଟି-ଚିଟିଂ ବି୍‌ଲ ପାରିତ ହୋଇଛି। ବାକି ବ୍ୟବସ୍ଥା ବ୍ୟତୀତ, ଏହି ଦୁଇଟି ମୁଖ୍ୟ ପଏଣ୍ଟ ଯାହା ଏହି ବିଲ ଆଗତ ହେବା ପରେ ଆଲୋଚନା ହେଉଛି, ଗୋଟିଏ ହେଉଛି ଦଶ ବର୍ଷ କାରାଦଣ୍ଡ ଏବଂ ଅନ୍ୟଟି ୧ କୋଟି ଟଙ୍କା ଜୋରିମନା ଅଟେ। ଏଭଳି ପରିସ୍ଥିତିରେ ଛାତ୍ରମାନଙ୍କ ମନରେ ମଧ୍ୟ ଏହି ପ୍ରଶ୍ନ ଉଙ୍କି ମାରୁଛି ଯେ ଯଦି ସେମାନେ ଠକିବା ସମୟରେ ଧରାପଡ଼ନ୍ତି ତେବେ ସେମାନଙ୍କୁ ଦଶ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଯିବ କି?

ଏହି ବିଷୟରେ ସୂଚନା ପାଇବା ପୂର୍ବରୁ ଜାଣିନେବା ଯେ ଆଣ୍ଟି ଚିଟିଙ୍ଗ ବିଲ ମୁଖ୍ୟତଃ କାଗଜ ଲିକ ପାଇଁ ଏବଂ ସେମାନଙ୍କ ପାଇଁ ଯେଉଁମାନେ ଛାତ୍ରମାନଙ୍କୁ ଠକିବାରେ ସାହାଯ୍ୟ କରନ୍ତି । ପରୀକ୍ଷା ପୂର୍ବରୁ, ପରୀକ୍ଷା ସମୟରେ ଏବଂ ପରୀକ୍ଷା ପରେ ଯଦି ଆପଣ କୌଣସି ଭୁଲ ସହିତ ଜଡିତ ନୁହଁନ୍ତି ତେବେ ଆପଣଙ୍କୁ ଏହି ବିଲ୍‌କୁ ନେଇ ଭୟ କରିବାର ଆବଶ୍ୟକତା ନାହିଁ । ଏହି ଦଣ୍ଡ ଏବଂ ଜରିମାନା ଆପଣଙ୍କ ପାଇଁ ନୁହେଁ । ଯେତେବେଳେ ଆପଣ କୌଣସି ସରକାରୀ ପରୀକ୍ଷା ପୂର୍ବରୁ କାଗଜପତ୍ର ଲିକ କରିବା, ପେପର୍‌ କିଣିବା କିମ୍ବା ଲିକ୍‌ କାଗଜ ବିକ୍ରି କରିବା ଭଳି କାର୍ଯ୍ୟରେ ଜଡ଼ିତ ଥିଲେ ଦଣ୍ଡ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ପୁଅ ହେବ ମୁଖ୍ୟମନ୍ତ୍ରୀ: କହୁ କହୁ କହିଦେଲେ ଫଡନଭିସଙ୍କ ମା’

ନୂଆଦିଲ୍ଲୀ,୨୩।୧୧: ୨୦୨୪ ମହାରାଷ୍ଟ୍ର ନିର୍ବାଚନରେ ବମ୍ପର ବିଜୟ ହାସଲ କରିଛି ମହାୟୁତି। ବର୍ତ୍ତମାନ ପ୍ରାୟ ସ୍ପଷ୍ଟ ହୋଇଛି, ଭାଜପା ସର୍ବବୃହତ ଦଳ ଭାବରେ ଉଭା ହୋଇଛି।...

ଉତ୍ତରପ୍ରଦେଶ ଉପ ନିର୍ବାଚନ:ଏଥର ଖେଳ କରିଦେଲା…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶରେ ଖାଲି ପଡିଥିବା ଆସନ ମଧ୍ୟରୁ ୯ ଆସନରେ ଉପ ନିର୍ବାଚନ ହୋଇଛି । ଟ୍ରେଣ୍ଡ ଅନୁସାରେ ଭାଜପା ୭ଟି ଆସନରେ ଆଗୁଆ ରହିଥିବା...

ଚମକିପଡିଲେ ସବୁ ନେତା! ଅଧା ଗଣତିରୁ ଏତେ ବଡ଼କଥା କହିଦେଲେ କଳ୍ପନା

ରାଞ୍ଚି,୨୩।୧୧: ୨୪ବର୍ଷର କେର୍ଡ ଭାଙ୍ଗିଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏନଡିଏକୁ ପଛରେ ପକେଇ ଆଗରେ ସୋରେନଙ୍କ ସହ ଇଣ୍ଡିଆ ମେଣ୍ଟ । ରାଜ୍ୟରେ ଇଣ୍ଡିଆ...

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ,...

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ...

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ...

ରାହୁଲ, ଖାର୍ଗେଙ୍କୁ ଲିଗାଲ ନୋଟିସ ପଠାଇଲେ ତାଓ୍ବଡେ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବଦିନ ମୁମ୍ବାଇର ଏକ ହୋଟେଲରେ ଭାଜପା ନେତା ବିନୋଦ ତାଓ୍ବଡେ ଭୋଟ ପାଇଁ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ କଂଗ୍ରେସ...

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri