ମହିଳା କମିଶନରେ ହାଜର ହେଲେ ଅନୁଭବ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ପାରିବାରିକ ବିବାଦକୁ ନେଇ ରାଜ୍ୟ ମହିଳା କମିଶନଙ୍କ ନିକଟରେ ମଙ୍ଗଳବାର ହାଜର ହୋଇଛନ୍ତି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଉଭୟଙ୍କୁ ସାମ୍ନାସାମ୍ନି ବସାଇ ଆଲୋଚନା କରିଛନ୍ତି ମହିଳା କମିଶନ। ବର୍ଷା ଆଣିଥିବା ଅଭିଯୋଗ ନେଇ ଆଲୋଚନା କରାଯାଉଛି। ପୂର୍ବରୁ ଅନୁଭବଙ୍କୁ ହାଜର ହେବା ପାଇଁ ନୋଟିସ୍‌ କରିଥିଲେ ମହିଳା କମିଶନ ।


ସୂଚନାଯୋଗ୍ୟ, ପାରିବାରିକ ବିବାଦ ନେଇ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟାକ୍‌ଲିନ୍‌ଙ୍କ ଡିନର ପାର୍ଟି

ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌ ଯାହା କହିଥିଲେ ତାହା ପୂରଣ କରିଛନ୍ତି। ‘ଫତେ’ ଫିଲ୍ମର ଶୁଟିଂ ଶେଷହେବା ସମୟରେ ସେ ୟୁନିଟ୍‌ ସଦସ୍ୟଙ୍କୁ ଏକ ଡିନର...

ଚଳିତବର୍ଷ ୨ ସୂର୍ଯ୍ୟୋପରାଗ, ୨ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ କେଉଁ ତାରିଖରେ ପଡ଼ିବ

ଭୁବନେଶ୍ୱର, ୨।୧(ସୁଚିସ୍ମିତା ସାହୁ): ଚଳିତବର୍ଷ ମୋଟ ଚାରୋଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ସେଥିରୁ ଦୁଇଟି ଆଶିଂକ ସୂର୍ଯ୍ୟାପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ।...

୩ରେ ରିଲିଜ ହେବ ଓ୍ବାଇଫ୍‌

ଓଲିଉଡ୍‌ର ଅନ୍ୟତମ ନାମୀ ପ୍ରଯୋଜକ ବିଜୟ କାନ୍ଦୋଇ ଭିନ୍ନ ଧରଣର କାହାଣୀକୁ ନେଇ ଏବେ ଏକ ନୂଆ ସିନେମା ନିର୍ମାଣ କରିଛନ୍ତି। ଏହି ଫିଲ୍ମଟିର ଟାଇଟଲ...

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମୁକୁଳା ଡ୍ରେନର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧: ଗୁରୁବାର ସକାଳୁ ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀର ବିଭିନ୍ନ...

ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ: ୩ରେ ନେବେ ଶପଥ

ଭୁବନେଶ୍ୱର, ୨ା୧(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍‌ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ...

ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସାଢ଼େ ୭ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର,୨ା୧(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ...

୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୧: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ...

୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୧।୧: ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri