କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮ରେ ହେବ। ବାହାଘର ପରେ ତାଙ୍କସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ ଆଣି ବର୍ଷା କୋର୍ଟ ଯାଇଥିଲେ। ସେପଟେ ଛାଡପତ୍ର ନେଇ ଅନୁଭବ ମଧ୍ୟ କୋର୍ଟ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ମିଛ କହି…’, ବିଜେଡି ହାରିବାର କାରଣ ଖୋଲି କହିଲେ ନବୀନ

ଭୁବମନେଶ୍ୱର,୨୬।୧୨: ବିଜେଡି ହାରିବାର କାରଣ ଖୋଲି କହିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଭାଜପା ମିଛ ପ୍ରତିଶ୍ରୁତି...

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ଦିନେ ଓଡ଼ିଶାରେ ଭାଜପାକୁ ସାଇନ୍‌ବୋର୍ଡ ପାର୍ଟି କୁହାଯାଉଥିଲା,ଆଉ ଏବେ…

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ସମୟ ଥିଲା ଦିନେ ଓଡ଼ିଶାରେ ଭାଜପାକୁ  ସାଇନ୍‌ବୋର୍ଡ ପାର୍ଟି ବୋଲି କୁହାଯାଉଥିଲା। କିନ୍ତୁ ଏବେ ରାଜ୍ୟରେ ଭାଜପାର ଡବଲ ଇଞ୍ଜିନ ସରକାର ଚାଲିଛି। ରାଜ୍ୟରେ...

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ...

ଜାନୁଆରୀରୁ ଚାଷୀ ପଞ୍ଜୀକରଣ, ଚିହ୍ନଟ ହେବେ ଅଣଚାଷୀ

ଭୁବନେଶ୍ୱର, ୨୬ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ଯେଉଁ ଅଣଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭ ଉଠାଉଛନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ। ରାଜ୍ୟ ସରକାର ଏବେ ଉପଯୁକ୍ତ ଚାଷୀଙ୍କୁ ଚିହ୍ନଟକରିବା...

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ।...

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି...

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri