କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮ରେ ହେବ। ବାହାଘର ପରେ ତାଙ୍କସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ ଆଣି ବର୍ଷା କୋର୍ଟ ଯାଇଥିଲେ। ସେପଟେ ଛାଡପତ୍ର ନେଇ ଅନୁଭବ ମଧ୍ୟ କୋର୍ଟ ଯାଇଛନ୍ତି।

Share