ସ୍ପେଶାଲ ଗିଫ୍ଟ ଦେବେ ଅନୁଷ୍କା-ବିରାଟ

ମୁମ୍ବାଇ: ବଲିଉଡର ପପୁଲାର କପଲମାନଙ୍କ ମଧ୍ୟରୁ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଅନ୍ୟତମ। ଯେତେବେଳେ ବି ଏହି ଦମ୍ପତି କକୌଣସି ସ୍ଥାନରେ ନଜର ଆସିବେ, ପ୍ରଶଂସକମାନେ ବହୁତ ଖୁସି ଅନୁଭବ କରନ୍ତି । ପ୍ରଶଂସକମାନେ ବିରାଟ ଏବଂ ଅନୁଷ୍କାଙ୍କ ଟିକିଏ ଝଲକ ପାଇବାକୁ ପାଇଁ ଅପେକ୍ଷା କରନ୍ତି। ଏହି ଦମ୍ପତି ସେମାନଙ୍କର ବ୍ୟକ୍ତିଗତ ଜୀବନ ଏବଂ ବୃତ୍ତିଗତ ଜୀବନକୁ ଅଲଗା ରଖିବାକୁ ପସନ୍ଦ କରନ୍ତି । ଏହି କାରଣରୁ, ଏମାନେ ଆଜି ପର୍ଯ୍ୟନ୍ତ ସୋସିଆଲ ମିଡିଆରେ ନିଜ ପିଲାମାନଙ୍କର ଫଟୋ ଶେୟାର କରିନାହାଁନ୍ତି ଏବଂ ସେମାନଙ୍କ ଫଟୋ କ୍ଲିକ ନ କରିବାକୁ ପାପାରାଜିଙ୍କୁ ମଧ୍ୟ ଅନୁରୋଧ କରାଯାଇଛି। ବର୍ତ୍ତମାନ ବିରାଟ-ଅନୁଷ୍କା ସେମାନଙ୍କ ପିଲାମାନଙ୍କର ଗୋପନୀୟତା ବଜାୟ ରଖିଥିବାରୁ ପାପାରାଜିଙ୍କୁ ଧନ୍ୟବାଦ ଦେଇଛନ୍ତି।
ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ଝିଅ ଭାମିକାଙ୍କ ଜନ୍ମ ପରେ ଗୋପନୀୟତା ରକ୍ଷା କରିବାକୁ ପାପାରାଜିଙ୍କୁ ଅନୁରୋଧ କରିଥିଲେ। ସେ ତାଙ୍କ ପୁଅ ଅକାୟଙ୍କ ପାଇଁ ମଧ୍ୟ ଠିକ ସେଇଆ କରିଛନ୍ତି। ପାପାରାଜିଙ୍କୁ ଅନୁରୋଧ କରିବା ପରେ ସେମାନେ ଅନୁଷ୍କା-ବିରାଟଙ୍କ ଅନୁରୋଧରେ ମଧ୍ୟ ରାଜି ହୋଇଥିଲେ।
ଅନୁଷ୍କା ଏବଂ ବିରାଟ ବର୍ତ୍ତମାନ ପାପାରାଜିଙ୍କୁ ଏକ ଉପହାର ବାକ୍ସ ପଠାଇଛନ୍ତି। ଯେଉଁଥିରେ ତାଙ୍କ ପାଇଁ ସୁନ୍ଦର ଉପହାର ଅଛି ଏବଂ ଏକ ନୋଟ ମଧ୍ୟ ଲେଖାଯାଇଛି। ସେହି ନୋଟରେ ଲେଖା ହୋଇଛି- ‘ଆମ ପିଲାମାନଙ୍କର ଗୋପନୀୟତା ବଜାୟ ରଖିବା ଏବଂ ସର୍ବଦା ସହଯୋଗ କରିଥିବାରୁ ଧନ୍ୟବାଦ। ଓ୍ବିଥ ଲଭ-ଅନୁଷ୍କା-ବିରାଟ ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri