ବିରାଟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଷ୍କା

ମୁମ୍ବାଇ: ‘କ୍ରିକେଟ ମେଶିନ’ କୁହାଯାଉଥିବା ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଚମତ୍କାର ବ୍ୟାଟିଂକୁ ସମସ୍ତେ ଦେଖିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ବିରାଟ ଥରେ ଜଣେ କ୍ରିକେଟରଙ୍କୁ ଜିରୋ ବଲ୍‌ରେ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଦେଇଥିଲେ। ବିରାଟଙ୍କ ୩୫ତମ ଜନ୍ମଦିନରେ ଅଭିନେତ୍ରୀ ତଥା ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏହି ମୁହୂର୍ତ୍ତକୁ ମନେ ପକାଇ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଶଂସକ ଏବଂ ସେଲିବ୍ରିଟିମାନେ ବିରାଟଙ୍କୁ ସୋସିଆଲ ମିଡିଆରେ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି। ଏହି ସମୟରେ ସମସ୍ତେ ଅନୁଷ୍କା ଶର୍ମାଙ୍କ ପୋଷ୍ଟକୁ ଅପେକ୍ଷା କରିଥିଲେ, ଯାହା ବର୍ତ୍ତମାନ ଶେଷ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ମଜାଳିଆ ଢଙ୍ଗରେ ଅଭିନେତ୍ରୀ ତାଙ୍କ ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ଅନୁଷ୍କା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଜିରୋ ବଲରେ କୋହଲିଙ୍କ ଆଉଟ୍‌ ଉପରେ ଏକ ଆର୍ଟିକିଲର ସ୍କ୍ରିନଶଟ୍‌ ଶେୟାର କରିଛନ୍ତି। ଏହି ଆର୍ଟିକିଲରେ ବିରାଟଙ୍କ ସେହି ମ୍ୟାଚ ବିଷୟରେ ଉଲ୍ଲେଖ ରହିଛି। ଯେତେବେଳେ କ୍ରିକେଟର କେଭିନ ପିଟରସନଙ୍କୁ ଜିରୋ ବଲ୍‌ରେ ଆଉଟ୍‌ କରିଥିଲେ। ୨୦୧୧ର ଟି-୨୦ ମ୍ୟାଚ୍‌ ସମୟରେ ଘଟିଥିଲା।

ଏହି ପୋଷ୍ଟ ସହିତ ଅନୁଷ୍କା ଏକ ମଜାଦାର କ୍ୟାପ୍‌ଶନ ଲେଖିଛନ୍ତି। ସ୍ବାମୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଅନୁଷ୍କା କହିଛନ୍ତି, ‘ସେ ତାଙ୍କ ଜୀବନର ପ୍ରତ୍ୟେକ ଭୂମିକାରେ ପ୍ରକୃତରେ ଅସାଧାରଣ ଅଟନ୍ତି। ତଥାପି ସେ ତାଙ୍କର ଚମତ୍କାର କ୍ୟାପ୍‌ରେ ଆହୁରି ଅଧିକ ପର ଯୋଡିବାରେ ଲାଗିଛନ୍ତି। ମୁଁ ଆପଣଙ୍କୁ ଏହି ଜଗତ ତଥା ଚିରଦିନ ପାଇଁ, ପ୍ରତ୍ୟେକ ରୂପରେ ଅଧିକ ଭଲପାଇବା କାମନା କରୁଛି।’ ଯାହା ବି ହେଉ ନା କାହିଁକି, ମୁଁ ତୁମକୁ ବହୁତ ଭଲ ପାଏ।’ ଅନୁଷ୍କାଙ୍କ ଏହି ପୋଷ୍ଟ ଏବେ ଖୁବ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ...

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri