Categories: ଜାତୀୟ

ରୋହି ଶେଖର ହତ୍ୟା ମାମଲା: ପତ୍ନୀ ଅପୂର୍ବାଙ୍କୁ ୧୪ ଦିନପାଇଁ ହାଜତକୁ ପଠାଗଲା

ନୂଆଦିଲ୍ଲୀ,୨୬।୪: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ଡି ତିଓ୍ବାରିଙ୍କ ପୁଅ ରୋହିତ ଶେଖର ତିଓ୍ବାରିଙ୍କ ହତ୍ୟା ମାମଲାରେ ତାଙ୍କ ବୋହୂ ଅର୍ଥାତ୍‌ ରୋହିତଙ୍କ ପତ୍ନୀ ଅପୂର୍ବା ତିଓ୍ବାରିଙ୍କୁ ୧୪ ଦିନ ପାଇଁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

Share