ଯୁକ୍ତ୨ କରେସ୍‌ପଣ୍ଡେନ୍ସ କୋର୍ସ ନାମଲେଖା ପାଇଁ ୧୯ରୁ ଆବେଦନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଯୁକ୍ତ୨ ପ୍ରଥମ ବର୍ଷ କରେସ୍‌ପଣ୍ଡେନ୍ସ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୧୯ ତାରିଖ ପୂର୍ବାହ୍ନ ୧୧ଟାରେ ସାମ୍ସ ଓ୍ବେବ୍‌ସାଇଟ୍‌ରେ ଫର୍ମ ଉପଲବ୍ଧ ହେବ। ନଭେମ୍ବର ୩ ରାତି ୧୧ଟା ୫୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ମାଧ୍ୟମିକ ଶିକ୍ଷା ବୋର୍ଡରୁ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀଛାତ୍ରଙ୍କ ପାଇଁ ୩,୧୬୦ ଟଙ୍କା ଫି’ ରହିଥିବାବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ୩,୧୮୦ ଟଙ୍କା ରହିଛି। ମନୋନୀତ ଛାତ୍ରୀଛାତ୍ରଙ୍କ ତାଲିକା ନଭେମ୍ବର ୧୦ ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ନଭେମ୍ବର ୧୧ ପୂର୍ବାହ୍ନ ୧୧ଟାରୁ ୧୯ ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ। ଏ ନେଇ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri