ଯୁକ୍ତ୩ ନାମଲେଖା ପାଇଁ ୨୦ରୁ ଆବେଦନ

ଭୁବନେଶ୍ୱର, ୧୮।୮(ବ୍ୟୁରୋ):ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଶ୍ରେଣୀରେ ନାମ ଲେଖା ପାଇଁ ଆସନ୍ତା ୨୦ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ୨୦ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଅନଲାଇନ୍‌ରେ ଆବେଦନ କରିପାରିବେ। ଏ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୯ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ସାମ୍ସ ପୋର୍ଟାଲରେ ଅନଲାଇନ୍‌ ମାଧ୍ୟମରେ ଫି’ ଦାଖଲ କରିପାରିବେ। ଏହାପରେ ପ୍ରଥମ ପର୍ଯ୍ୟାୟର ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅନ୍ୟପକ୍ଷରେ ୧୨ ତାରିଖରୁ ଯୁକ୍ତ୨ ପାଇଁ ଆବେଦନ ଆରମ୍ଭ ହୋଇଛି। ସାମ୍ସ ପୋର୍ଟାଲରେ ଛାତ୍ରୀଛାତ୍ର ଆବେଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri