ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି।

– ଇଣ୍ଡୋରରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯିବା ପାଇଁ ନିର୍ଦ୍ଦେଶ।

– ଇଣ୍ଡୋର ହଲ୍‌ରେ ୫୦% ସିଟ୍‌ରେ ଲୋକେ ବସିପାରିବେ ବୋଲି ନିର୍ଦ୍ଦେଶ ରହିଛି।

– ସେହିପରି ମାସ୍କ, ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ

– ଖୋଲା ଜାଗାରେ ଆକାର ଦେଖି ସଂଖ୍ୟା ପ୍ରଶାସନ ସଂଖ୍ୟା ନିର୍ଦ୍ଧାରଣ କରିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

Share