ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର,୩।୩: ପଦ୍ମ ଧରିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ରବିବାର ରାଜ୍ୟ ଭାଜପା କାର୍ଯ୍ୟଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ବହୁ ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି।
ତେବେ ଅରବିନ୍ଦ ଢାଲି ଶନିବାର ଦଳରୁ ଇସ୍ତଫା ଦେବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିଲେ।
ରବିବାର ଭାଜପାରେ ଯୋଗଦେବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ଢାଲି ପ୍ରତିକ୍ରିୟା ରଖି କହିଥିଲେ ଘରବାହୁଡ଼ା କରିବି। ଭାଜପାରେ ଯୋଗଦେବି। ତେବେ ସେ ତାଙ୍କ କଥା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri