ଉପର କୋର୍ଟର ଦ୍ୱାରସ୍ଥ ହେଲେ ଅର୍ଚ୍ଚନା

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ୍‌ଙ୍କ ଜାମିନ ଆବେଦନ  ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୩ରେ ଖାରଜ ହୋଇଥିବା ବେଳେ ଗୁରୁବାର ସେ ଉପରକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ କୋର୍ଟ ବୁଧବାର ତାଙ୍କ ଜାମିନ ଆବେଦନ ଖାରଜ କରିଦେଇଥିଲେ। ତେଣୁ ସେ ଆଜି ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ପୁଣି ଜାମିନ ଆବେଦନ କରିଛନ୍ତି।

Share