ଘରର ଏହି ଦିଗରେ ଲଗାଉଛନ୍ତି କି ଦର୍ପଣ?, କରନ୍ତୁନି ଏମିତି ଭୁଲ ମାଡ଼ିଆସବ ବିପଦ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ସୁଖ ଶାନ୍ତି ବଜାୟ ରଖିବା ପାଇଁ ଦର୍ପଣର ଅନେକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି ପ୍ରକାରର ଶୁଭଫଳ ମିଳିଥାଏ ଜାଣନ୍ତୁ ସେ ସମ୍ପର୍କରେ…
*ଯେହେତୁ ଉତ୍ତର ଦିଗର ସ୍ବାମୀ ହେଉଛନ୍ତି ଭଗବାନ କୁବେର ଏବଂ ପୂର୍ବ ଦିଗର ସ୍ବାମୀ ଭଗବାନ ସୂର୍ଯ୍ୟ। ତେଣୁ ଏହି ଦୁଇ ଦିଗରେ ଦର୍ପଣ ଲଗାଇବା ଶୁଭ ହୋଇଥାଏ।
*କିନ୍ତୁ ଭୁଲ୍‌ରେ ବି ଦକ୍ଷିଣ କିମ୍ବା ପଶ୍ଚିମ ଦିଗରେ ଦର୍ପଣ ଲଗାଇବେ ନାହିଁ। କାରଣ ଦକ୍ଷିଣ ଦିଗର ସ୍ବାମୀ ହେଲେ ପ୍ରଭୂ ଯମରାଜ ଏବଂ ପଶ୍ଚିମ ଦିଗର ଦେବତା ହେଲେ ଶନିଦେବ। ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି, ଯଦି ଏହି ଦୁଇ ଦିଗରେ ଦର୍ପଣ ଲଗାଯାଏ; ତା’ହେଲେ ଗୃହରେ ସର୍ବଦା ଅଶାନ୍ତି ଲାଗି ରହିଥାଏ।
*ସେହିପରି ଦର୍ପଣକୁ ସର୍ବଦା ସଫାସୁତୁରା ରଖିବା ଦରକାର। ତା’ସହିତ ଧ୍ୟାନ ଦେବେ ଦର୍ପଣରେ ଯେମିତି କୌଣସି ବିପଦପୂର୍ଣ୍ଣ ବସ୍ତୁ ବା ଅଶୁଭ ବସ୍ତୁର ପ୍ରତିଫଳନ ହେଉ ନଥିବ। ଯେମିତିକି: ଛୁରୀ, କିଛି ବି ମାରାଣାସ୍ତ୍ର, ଗ୍ୟାସ, ଡଷ୍ଟବିନ୍‌ର ଅଳିଆ ଆବର୍ଜନା, ଖରାପ ହୋଇଯାଇଥିବା କୌଣସି ବସ୍ତୁ ଇତ୍ୟାଦି। କାରଣ ଏହାଦ୍ୱାରା ଗୃହରେ ନକାରାତ୍ମକ ଊର୍ଜ୍ଜା ଉପତ୍ନ୍ନ ହୋଇଥାଏ।
*ଅନ୍ୟପକ୍ଷେ ଦୁଇଟି ଦର୍ପଣକୁ କେବେ ବି ସାମ୍ନାସାମ୍ନି ରଖିବେ ନାହିଁ। କାରଣ ଏହାଦ୍ୱାରା ପରିବାରରେ ସନ୍ଦେହର ବାତାବରଣ ସୃଷ୍ଟି ହୋଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ପଞ୍ଚୁଦଣ୍ଡ ମିଳନ: ଦେଖିବାକୁ ମିଳିଲା ବନ୍ୟଜନ୍ତୁଙ୍କ ସୁରକ୍ଷାର ଦୃଶ୍ୟ

ଦାରିଙ୍ଗବାଡି,୭।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରେ ମଙ୍ଗଳବାର ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଦ୍ବିପ୍ରହରରେ ଧୂଳି ଦଣ୍ଡ ଅନୁଷ୍ଠିତ ହୋଇଥିଲା। ଏଥିରେ ପାରମ୍ପରିକ...

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୪ ମନ୍ତ୍ରୀ-ବିଧାୟକ: ରାଜ୍ୟବାସୀଙ୍କ ବିକାଶ ଲାଗି କଲେ ପ୍ରାର୍ଥନା

ପୁରୁଷୋତ୍ତମପୁର,୮।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ଘଟିଛି। ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି...

ଏହି ଦିନଠୁ ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ

ପୁରୀ,୮।୪: ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।...

୫୦୦,୧୦୦୦ କି ୧୨୦୦ ନୁହେଁ ୨୯୦୦ଟଙ୍କା ଶସ୍ତା ହେଲା ସୁନା, ଜାଣନ୍ତୁ ୧୦ଗ୍ରାମ ସୁନା ଦାମ୍‌ କେତେ ହେଲା…

ନୂଆଦିଲ୍ଲୀ,୮।୪:ସୁନା ଉପର ଲାଗିଛି ନଜର। ଯେବେଠାରୁ ଚାଇନା ଆମେରିକା ଉପରେ ଶୁଳ୍କ ଲାଗୁ କରିଛି। ସେବେଠାରୁ, ସୁନା ମୂଲ୍ୟ କ୍ରମାଗତ ଭାବରେ ହ୍ରାସ ପାଇବାରେ ଲାଗିଛି।...

ପୁଣି ଟ୍ରେନ୍‌ ଦୁର୍ଘଟଣା: ଦୁଇ ଫାଳ ହୋଇଗଲା ଫାଲକନମା ଏକ୍ସପ୍ରେସ

ବିଶାଖାପାଟଣା,୮।୪: ପୁଣି ଏକ ଟ୍ରେନ୍‌ ଦୁର୍ଘଟଣା ମଙ୍ଗଳବାର ସାମ୍‌ନାକୁ ଆସିଛି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପାଲାସା ସୁମାଦେବୀ ନିକଟରେ ବିଶାଖାପାଟଣା ଦେଇ ସାଲିମର ଯାଉଥିବା ଫାଲକନମା ଏକ୍ସପ୍ରେସ...

ବିଜେଡି ନେତା ସମ୍ବିତ ରାଉତରାୟଙ୍କ ବଡ଼ ବୟାନ: ପାଣ୍ଡିଆନଙ୍କୁ ଅତୀତ କହି…

ଭୁବନେଶ୍ୱର,୪।୮: ୱାକଫ୍‌ ବିଲ ଭୋଟିଂ ନେଇ ରାଜନୀତି ସରଗରମ  ରହିଥିବା ବେଳେ ନବୀନ ନିବାସରେ ହେବିଓ୍ବେଟଙ୍କୁ ନେଇ ଚାଲିଛି ମାନସ ମନ୍ଥନ। ଏପଟେ  ବଡ଼ ବୟାନ...

ଚାଲିଛି ଓଡ଼ିଆ ପକ୍ଷ: ବିଶ୍ୱବିନାୟକ କଲେଜ ପକ୍ଷରୁ ୩୪ ୟୁନିଟ ରକ୍ତ ସଂଗ୍ରହ

ପାଟଣା,୮।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇ ଟାଙ୍ଗିରୀସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜ ଯୁବ ରେଡକ୍ରସ ଶାଖା ତରଫରୁ ଓଡ଼ିଆ ପକ୍ଷ ଉପଲକ୍ଷେ ମଙ୍ଗଳବାର...

ମାନସ ମଙ୍ଗରାଜ ଭାଜପାର ଦଲାଲ: ଅଭିଯୋଗକୁ ଖଣ୍ଡନ କରି ନୀଳମାଧବଙ୍କୁ  ଚିହ୍ନିନି କହିଲେ ….

ଭୁବନେଶ୍ୱର,୮।୪: ମାନସ ମଙ୍ଗରାଜଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜୁ ଯୁବ ଜନତା ଦଳ ନେତା ନୀଳ ମାଧବ ମହାନ୍ତି। ତେବେ ଏହି  ଅଭିଯୋଗକୁ  ଖଣ୍ଡନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image