ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ଏବଂ ବିନୋଦ ବିହାରୀ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁସଚିବ ଭାବେ ନିଯୁକ୍ତ କରାଯାଇଛି।

ସେହିପରି ଓଏଫ୍‌ଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ବରିଷ୍ଠ ଓଏଏସ୍‌ ଅଫିସର ତଥା ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଚିତ୍ରସେନ ରାଉତଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri