ଅରିନ୍ଦମ ହେଲେ କଟକ ଜିଲାପାଳ, ଜଗତସିଂହପୁର ପାଇଁ…

କଟକ/ଜଗତସିଂହପୁର,୫ା୪: ଶୁକ୍ରବାର କଟକର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି। ଆଏଏସ୍‌ ଅରିନ୍ଦମ ଡାକୁଆ କଟକର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଜଗତସିଂହପୁର ପାଇଁ ମଧ୍ୟ ନୂଆ ଜିଲାପାଳ ଭାବେ ଆଇଏସ୍‌ ଅନୁପମ ଶାହା ନିଯୁକ୍ତ ହୋଇଛନ୍ତି। ପୂର୍ବରୁ କଟକ ଏବଂ ଜଗତସିଂହପୁର ଜିଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ।

Share