ଇମ୍ରାନଙ୍କୁ ଦୁଇଟି ଅପଶନ ଦେଲା ପାକିସ୍ତାନ ଆର୍ମି, ରାଜନୀତି ଛାଡ ନାହିଁ ତ ମୃତ୍ୟୁ ଦଣ୍ଡ…

ଇସଲାମାବାଦ,୨୦।୮: ଜେଲରେ ବନ୍ଦ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସମସ୍ୟା କମ ହେବାର ନଜର ଆସୁନାହିଁ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଏବେ ପାକିସ୍ତାନ ସେନା(ଆର୍ମି) ଇମ୍ରାନଙ୍କୁ ଦୁଇଟି ବିକଳ୍ପ ଦେଇଛି। ସେନା କହିଛି ଆପଣ ରାଜନୀତି ଛାଡି ଦିଅନ୍ତୁ ନାହିଁ ତ ମୃତ୍ୟୁ ଦଣ୍ଡ ପାଇଁ ପ୍ରସ୍ତୁତ ହୋଇ ଯାଆନ୍ତୁ। ଏମିତି ଦେଖିଲେ ଏବେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଏବେ ୨ଟି ବିକଳ୍ପ ରହିଛି।

Share