ଆଇଏଏସ୍‌ ଅଫିସର ହେବେ ଦେବଗଡ଼ ଜିଲା ମାଟ୍ରିକ୍‌ ଟପ୍ପର

ଦେବଗଡ଼,୨୯।୭(ଡି.ଏନ୍‌.ଏ.): ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲାର ଅର୍ପିତା ପ୍ରିୟଦର୍ଶିନୀ ପ୍ରଧାନ ଜିଲା ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ରିଆମାଳ ବ୍ଲକ ବୁଢ଼ାପାଳ ହାଇସ୍କୁଲର। ସେ ୫୫୩(୯୨.୨) ପ୍ରତିଶତ ମାର୍କ ରଖିଛନ୍ତି ।

ଜିଲାର ୩୧ଟି ପରୀକ୍ଷା କେନ୍ଦ୍ରରେ ୮୫ଟି ହାଇସ୍କୁଲରୁ ୪୩୯୩ ଜଣଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେଥିରୁ ୩୫୨୪ଜଣ ପାସ ହୋଇଛନ୍ତି । ଜିଲାରେ ମୋଟ ପାସ୍‌ ହାର ୮୦.୨୨ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ମାମଲା

ଭୁବନେଶ୍ୱର,୯।୪: କଂଗ୍ରେସ କର୍ମୀଙ୍କ ବିଧାନସଭା ଘେରାଉ  ଘଟଣାରେ ୫ ହଜାରରୁ ଊଦ୍ଧର୍‌ବ କଂଗ୍ରେସ କର୍ମୀଙ୍କ ନାଁରେ ମାମଲା  ରୁଜୁ ହୋଇଛି।  ଏହି କ୍ରମରେ ପିସିସି ସଭାପତି ଭକ୍ତ...

ଯୁବତୀଙ୍କୁ ଗଣବଳାତ୍କାର : ନାବାଳକ ସହ ୨ କୋର୍ଟ ଚାଲାଣ

ଭବାନୀପାଟଣା,,୯।୪((ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଗତ ମାର୍ଚ୍ଚ ୨୬ ତାରିଖ ରାତିରେ ଜଣେ ଯୁବତୀ ଗଣବଳାତ୍କାର ଶିକାର ହୋଇଥିବା ଅଭିଯୋଗ...

ସଫଳତାର ସହ ପଞ୍ଚୁଦଣ୍ଡ ଶେଷ: ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଲା

ଦାରିଙ୍ଗବାଡ଼ି,୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିରେ ସଫଳତାର ସହ ପଞ୍ଚୁଦଣ୍ଡ ମିଳନ କାର୍ଯ୍ୟକ୍ରମ ବୁଧବାର ସକାଳ ୭ ଟାରେ ସମ୍ପୂର୍ଣ୍ଣ ହୋଇଛି।ଜିଲାର...

ସିଆର୍‌ପିଏଫ୍‌ ୨୧୬ ବାଟାଲିୟନ ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ

ନୂଆପଡ଼ା୯୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଜାମଗାଁ ସିଆର୍‌ପିଏଫ୍‌ କ୍ୟାମ୍ପ ସମ୍ମୁଖରେ ୨୧୬ ବାଟାଲିୟାନ ପକ୍ଷରୁ...

ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା

ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।...

୧୪ ସୁଦ୍ଧା ଦାବି ପୂରଣ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୯ା୪ (ମକାରୁ ବେମାଲ): ରାଜ୍ୟ ଯୋଗାଣ ସହାୟକ ସଂଘ ନିଷ୍ପତ୍ତିକ୍ରମେ ସୋମବାର ନୂଆପଡ଼ା ଜିଲାରେ କାର୍ଯ୍ୟରତ ଯୋଗାଣ ସହାୟକମାନେ ସମୂହ ଛୁଟି ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ...

ପାଣ୍ଡିଆନଙ୍କୁ ବଞ୍ଚାଇବାକୁ ଉଦ୍ୟମ: ମଞ୍ଚରୁ ନବୀନ ଉଭାନ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡିରେ ଦେଖାଦେଇଥିବା ଦ୍ୱନ୍ଦ୍ୱ ଭିତରେ ଛନ୍ଦିହୋଇପଡ଼ିଥିବା ଭି.କେ. ପାଣ୍ଡିଆନ୍‌ଙ୍କୁ ବଞ୍ଚାଇବାକୁ ଦଳ ଭିତରେ ଜୋର୍‌ଦାର ଉଦ୍ୟମ ଆରମ୍ଭ ହୋଇଯାଇଛି। ଏହାକୁ...

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ତୁମୁଡିବନ୍ଧ,୯ା୪(ଦୀପକ କୁମାର ପରାସେଠ):କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଶିକ୍ଷା ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image