Posted inଜାତୀୟ

ଧାର୍ଯ୍ୟ ତାରିଖ ପୂର୍ବରୁ ଗିରଫ କର: ଖାପ୍‌ ମହାପଞ୍ଚାୟତ

ହରିୟାଣାର କୁରୁକ୍ଷେତ୍ରରେ କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଶୁକ୍ରବାର ଖାପ୍‌ ମହାପଞ୍ଚାୟତ ଅନୁଷ୍ଠିତ ହୋଇଯାଇଛି। ବ୍ରିଜ୍‌ଭୂଷଣଙ୍କୁ ଗିରଫ କରା ନ ଗଲେ କୃଷକମାନେ ଜୁନ୍‌ ୯ରେ ବିକ୍ଷୋଭରତ କୁସ୍ତିଯୋଦ୍ଧାଙ୍କୁ ଦିଲ୍ଲୀର ଯନ୍ତରମନ୍ତରକୁ ପୁଣି ନେଇଯିବେ। ଏଥିପାଇଁ ସରକାରଙ୍କୁ ମହଲତ ଦିଆଯାଇଛି। ଧାର୍ଯ୍ୟ ତାରିଖ ପୂର୍ବରୁ ବ୍ରିଜ୍‌ଭୂଷଣଙ୍କୁ ଗିରଫ କରାଯାଉ। ଅନ୍ୟଥା ଦେଶବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ଖାପ୍‌ ମହାପଞ୍ଚାୟତ ଶେଷ ହେବା ପରେ ଭାରତୀୟ କିଷାନ୍‌ ୟୁନିୟନ୍‌ (ବିକେୟୁ) ନେତା ରାକେଶ ଟିକାଏତ୍‌ ଖବରଦାତାମାନଙ୍କୁ କହିଛନ୍ତି। ଏଥିସହ କୁସ୍ତିଯୋଦ୍ଧାଙ୍କ ବିରୋଧରେ ଦିଲ୍ଲୀ ପୋଲିସ ରୁଜୁ କରିଥିବା ମାମଲାଗୁଡ଼ିକୁ ପ୍ରତ୍ୟାହାର କରିବାକୁ ଟିକାଏତ୍‌ ଦାବି କରିଛନ୍ତି। ୧୯୮୩ରେ ଭାରତ ପାଇଁ ବିଶ୍ୱକପ୍‌ ଆଣିଦେଇଥିବା କ୍ୟାପ୍‌ଟେନ୍‌ କପିଲ ଦେବଙ୍କ କ୍ରିକେଟ ଟିମ୍‌ ମଧ୍ୟ କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବାହାରି ଦିଲ୍ଲୀ ପୋଲିସର ବର୍ବରତାକୁ ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ...

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ...

ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ

ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri