ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ: ମେଡିକାଲରେ ମୃତ୍ୟୁ

ବାଲିଗୁଡା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କେ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ରାମାୟଣ ନାଟକ ଚାଲିଥିବା ବେଳେ ମଞ୍ଚରେ କଳାକାରଙ୍କ ଉଡ଼ିଗଲା ଜୀବନ l ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ନାଟକ ଆୟୋଜନ କରାଯାଇଥିଲା l

ସୂଚନା ଅନୁସାରେ ନାଟକର ମନ୍ଥରା ଅଭିନୟ କରୁଥିବା କଳାକାର ବୈକୁଣ୍ଠ ସାହୁଙ୍କର ଦେହ ହଠାତ ମଞ୍ଚ ଉପରେ ଖରାପ ହେବାରୁ ଯୁବକ ସଂଘ ସଦସ୍ୟ ମାନେ ସଙ୍ଗେ ସଙ୍ଗେ କେ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ l ହେଲେ ସେଠାରେ କଳାକାର ବୈକୁଣ୍ଠଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l କଳାକାରଙ୍କ ଅକାଳ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିବା ବେଳେ ନାଚକୁ ବନ୍ଦ କରାଯାଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା...

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ...

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ...

ତାଣ୍ଡବ ରଚିଲା କାଳବୈଶାଖୀ: କୁଆପଥର ମାଡ଼ରେ ଧାନଫସଲ ନଷ୍ଟ, ବିଦ୍ୟୁତ୍‌ ସେବା ବନ୍ଦ

\ନୂଆପଡ଼ା,୨୭।୪(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଳକ ଅଧୀନ ବୁଦ୍ଧିକୋମନା ପଞ୍ଚାୟତର ପଣ୍ଡରାପଥର ଏବଂ ସ୍ଥାନୀୟ ଆଖପାଖ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image