ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ଅରୁଣ ବୋଥ୍ରା

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରା ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ଏଥିସହିତ ୮ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ୨୦୨୧ ଜାନୁୟାରୀ ୧ରୁ ପଦୋନ୍ନତି ଦିଆଯାଇଛି। ୧୯୯୬ ବ୍ୟାଚ୍‌ର ଅରୁଣ ବୋଥ୍ରା ପୋଲିସ ବିଭାଗର ଅତିରିକ୍ତ ଡିଜି ହେବେ। ସେହପରି ୧୯୯୬ ବ୍ୟାଚ ସଞ୍ଜୟକୁମାର ସିଂଙ୍କୁ ମଧ୍ୟ ଅତିରିକ୍ତ ଡିଜି ପଦକୁ ପଦୋନ୍ନତି ଦିଆଯାଇଛି ।

୧୯୯୬ ବ୍ୟାଚ ସୁନୀତା କାକରଙ୍କୁ ଏଡିଜି ଭାବେ ପଦୋନ୍ନତି ଦିଆଯାଇଛି। ସେ ଏବେ ଡେପୁଟେସନରେ କେନ୍ଦ୍ର ସରକାରଙ୍କ ଅଧୀନରେ କାମ କରୁଛନ୍ତି ।

୨୦୦୩ ବ୍ୟାଚ୍‌ ଆଇପିଏସ ଅଧିକାରୀ କବିତା ଜଲାନଙ୍କୁ ଆଇଜି ପୋଲିସ ଭାବେ ପଦୋନ୍ନତି ଦିଆଯାଇଛି। ସେହିପରି ୨୦୦୩ ବ୍ୟାଚ୍‌ ହିମାଂଶୁ କୁମାର ଲାଲଙ୍କୁ ଆଇଜି ଭାବେ ପଦୋନ୍ନତି ଦିଆଯାଇଛି । ୨୦୦୩ ବ୍ୟାଚ ଆଇପିଏସ ଅଧିକାରୀ ଏବଂ ୨୦୦୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ସଂଜୟ କୁମାର କୌଶଲଙ୍କୁ ଆଇଜିପି ର଼୍ୟାଙ୍କକୁ ପଦୋନ୍ନତି ଦିଆଯାଇଛି। ୨୦୦୩ ବ୍ୟାଚ୍‌ ଆଇପିଏସ ଅଧିକାରୀ ନିଖିଲ କିମାର କୋଣ୍ଡାଙ୍କୁ ପର୍ଫୋମା ପ୍ରମୋସନ ପ୍ରଦାନ କରାଯାଇଛି। ସେ ଏବେ କେନ୍ଦ୍ର ସରକାରଙ୍କ ପାଇଁ ଡେପୁଟେସନରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri