ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ ବିଜେଡି ସରକାରଙ୍କୁ ଘେରାବନ୍ଦୀ କରି ରଖୁଛନ୍ତି। ଏହି କ୍ରମରେ ପୁଣି ଓଡ଼ିଶା ଆସୁଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିସହ ଯୋଗୀ ଆଦିତ୍ୟନାଥ ଓ ରାମାୟଣର ଚର୍ଚ୍ଚିତ ଚେହେରା ‘ରାମ’ ଅର୍ଥାତ ଅରୁଣ ଗୋଭିଲ ମଧ୍ୟ ଓଡିଶା ଆସୁଛନ୍ତି।

ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ପରେ ବୁଧବାର ଓଡିଶା ଆସୁଛନ୍ତି ରାମାୟଣ ସିରିଏଲର ‘ରାମ’ ଅରୁଣ ଗୋଭିଲ । ସେ ରାଜ୍ୟର ୪ଟି ସ୍ଥାନରେ ପ୍ରଚାର କରିବେ । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ, ବାଲିପାଟଣାରେ ସେ ପ୍ରଚାର କରିବେ । ୨୩ ଅର୍ଥାତ୍‌ ଗୁରୁବାର ଆସୁଛନ୍ତି ଜେପି ନଡ୍ଡା ଓ ଯୋଗୀ ଆଦିତ୍ୟନାଥ । କରଞ୍ଜିଆ, ଧାମଗନର, ବଡଚଣା, ବାଲିକୁଦାରେ ସଭା କରିବେ ନଡ୍ଡା । ଏହାସହ ଚିଲିକା ଓ ସାଲେପୁରରେ ଜନସଭାରେ ଯୋଗ ଦେବେ ଯୋଗୀ ଆଦିତ୍ୟନାଥ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri