
ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଅରୁଣ ମାତ୍ର ୩୯୬ ଭୋଟରେ ବିଜୟୀ ହୋଇଛନ୍ତି।
ଭୁବନେଶ୍ୱର,୪।୬:ନୟାଗଡର ବିଜେଡି ପ୍ରାର୍ଥୀ ଅରୁଣ ସାହୁ ବିଜୟୀ ହୋଇଛନ୍ତି। ୮୧,୪୭୦ ଭୋଟ ପାଇ ସେ ଭାଜପାର ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ହେଲେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି। ଅରୁଣ ମାତ୍ର ୩୯୬ ଭୋଟରେ ବିଜୟୀ ହୋଇଛନ୍ତି।
ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର...
ଓଟାଓ୍ବା,୫।୪: କାନାଡାର ଓଟାୱା ସହର ନିକଟରେ ଜଣେ ଭାରତୀୟ ନାଗରିକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ...
ନୂଆଦିଲ୍ଲୀ,୫।୪: ଭାରତୀୟ ଦଳର ଷ୍ଟାର ଅଧିନାୟକ ଏବଂ ଦେଶ ପାଇଁ ତିନୋଟି ICC ଟ୍ରଫି ଜିତିଥିବା ମହେନ୍ଦ୍ର ସିଂହ ଧୋନି ଏବେ କେବଳ IPL ଖେଳୁଛନ୍ତି।...
ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...
ଇସଲାମାବାଦ,୫।୪: ଦିନିକିଆ ସିରିଜରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ଅତି ଶୋଚନୀୟ ଭାବେ ପରାସ୍ତ କରିଥିଲା। ନ୍ୟୁଜିଲାଣ୍ଡ ଏହି ସିରିଜକୁ ୩-୦ରେ ଜିତିଛି। ସିରିଜର ତୃତୀୟ ଏବଂ ଅନ୍ତିମ...
ନୂଆଦିଲ୍ଲୀ,୫।୪: ସୁନା ଓ ରୂପାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଦେଖାଦେଇଛି। ଅର୍ଥନୈତିକ ମାନ୍ଦ୍ୟ ଭୟ ଏବଂ ବିଶ୍ୱବ୍ୟାପୀ ଶେୟାର ବଜାରରେ ହତାଶା ସତ୍ତ୍ୱେ ସୁନା,...
ନୂଆଦିଲ୍ଲୀ,୫।୪: ଗତ ବର୍ଷ IPL ୨୦୨୫ ପାଇଁ ଏକ ମେଗା ନିଲାମ ଅନୁଷ୍ଠିତ ହୋଇଥିଲା, ଯାହା ପରେ ଅନେକ ଦଳ ପରିବର୍ତ୍ତନ ହୋଇଥିବା ଦେଖାଯାଇଥିଲା। ଦଳଗୁଡ଼ିକ...
ଓ୍ବାଶିଂଟନ,୫।୪: ଆମେରିକାର ହାମିଲଟନ କଲେଜରେ ଏକ କାର୍ଯ୍ୟକ୍ରମରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ତାଙ୍କ ଜୀବନର ଏପରି ଏକ ଦିଗ ବିଷୟରେ କହିଥିଲେ ଯାହାକୁ ରାଜନେତାମାନେ...