ଅରୂପାନନ୍ଦ ଦାସ ହେଲେ ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ

କଟକ,୩ା୨(କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦର ଏକ୍‌ଜିକ୍ୟୁଟିଭ୍‌ କମିଟି ଅଧ୍ୟକ୍ଷ ଭାବେ ପରିଷଦର ସଦସ୍ୟ ଆଇନଜୀବୀ ଅରୂପାନନ୍ଦ ଦାସ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଶ୍ରୀ ଦାସ ଏବେ ହାଇକୋର୍ଟରେ ଅତିରିକ୍ତ ସରକାରୀ ଓକିଲ ଭାବେ କାର୍ଯ୍ୟରତ ଅଛନ୍ତି। ସେ ହେଉଛନ୍ତି ଅବସରପ୍ରାପ୍ତ ଜିଲା ଓ ସେସନ୍ସ ଜଜ୍‌ ସଚ୍ଚିଦାନନ୍ଦ ଦାସଙ୍କ ପୁତ୍ର। ପରିଷଦର ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱିବେଦୀଙ୍କ ପୌରୋହିତ୍ୟରେ ପରିଷଦର ସଭାଗୃହରେ ଶନିବାର ଆୟୋଜିତ ପ୍ରଥମ ଏକ୍‌ଜିକ୍ୟୁଟିିଭ୍‌ କମିଟି ବୈଠକରେ ଏହି ମନୋନୟନ କରାଯାଇଛି। ଏକ୍‌ଜିକ୍ୟୁଟିିଭ୍‌ କମିଟି ସଦସ୍ୟ ବିଭୂପ୍ରସାଦ ତ୍ରିପାଠୀ, ଧନଞ୍ଜୟ ମୁଣ୍ଡ, ସଞ୍ଜିତ କୁମାର ପାଣିଗ୍ରାହୀ, ତପନ କୁମାର ବିଶ୍ୱାଳଙ୍କ ସମେତ ନିମନ୍ତ୍ରିତ ସଦସ୍ୟ ଭାବେ ସୌରଚନ୍ଦ୍ର ମହାପାତ୍ର, ମାନସ କୁମାର ଚାନ୍ଦ, ଲକ୍ଷ୍ମୀନାରାୟଣ ପଟେଲ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ନେଇ କର୍ମଶାଳା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି।...

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତୀୟ ନୌସେନା କଲା ‘INS ସୁରତ’ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ,...

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ...

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର...

“ସେନାର ଆବଶ୍ୟକତା ନାହିଁ, ଆତଙ୍କବାଦୀଙ୍କୁ ଆମ ହାତରେ ଦେଇଦିଅ”: ମୃତ ଘୋଡ଼ା ଚାଳକଙ୍କ ମାଉସୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ କେବଳ ଜଣେ ସ୍ଥାନୀୟ ବ୍ୟକ୍ତି, ସୟେଦ ଆଦିଲ ହୁସେନଙ୍କର ମୃତ୍ୟୁ ଘଟିଛି। ଆଦିଲ ପର୍ଯ୍ୟଟକମାନଙ୍କୁ...

Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା…

ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror...

ଡାଇବେଟିସ୍‌ ରୋଗୀ ଖାଇପାରିବେ କି ତରଭୁଜ: ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ

ଗ୍ରୀଷ୍ମ ଋତୁରେ ପ୍ରାୟ ସବୁଠାରେ ତରଭୁଜ ବିକ୍ରି ହେଉଥିବା ଦେଖିବାକୁ ମିଳେ। ଏହା କେବଳ ସ୍ବାଦରେ ମିଠା ନୁହେଁ ବରଂ ଶରୀରକୁ ଥଣ୍ଡା ମଧ୍ୟ କରିଥାଏ।...

ଦୀର୍ଘ ୩ ଦିନ ପରେ ପାଗଳ ମାଙ୍କଡ଼କୁ କାବୁ କଲା ବନ ବିଭାଗ

ଗଞ୍ଜାମ,୨୪ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଥିଲେ। ଗତ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image