Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ଗିରଫ କରିପାରେ ସିବିଆଇ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲଙ୍କୁ ରୌଜ୍‌ ଏଭିନ୍ୟୁ କୋର୍ଟରେ ହାଜର କରିବ। ସିବିଆଇ ଆନୁଷ୍ଠାନିକ ଭାବେ କେଜ୍‌ରିୱାଲଙ୍କୁ ଗିରଫ କରିପାରେ। ସିବିଆଇ ଅଧିକାରୀମାନେ ମଙ୍ଗଳବାର (ଜୁନ ୨୫) ରାତିରେ ତିହାର ଜେଲରେ ଥିବା ଏଏପି ମୁଖ୍ୟଙ୍କୁ ପଚରାଉଚରା କରିଥିଲେ ଏବଂ ତାଙ୍କ ବିବୃତ୍ତି ରେକର୍ଡ କରିଥିଲେ।

ଅରବିନ୍ଦ କେଜ୍‌ରିୱାଲ ଏଭଳି ଏକ ସମୟରେ କୋର୍ଟରେ ହାଜର ହୋଉଛନ୍ତି, ଯେତେବେଳେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ସିବିଆଇ ରୌଜ୍‌ ଏଭିନ୍ୟ କୋର୍ଟରେ ଏକ ଆବେଦନ କରିଥିଲା ଯେଉଁଥିରେ କୋର୍ଟ ଏକ ପ୍ରଡକ୍ସନ ୱାରେଣ୍ଟି ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ମାଫିଆଙ୍କ ଗୁଣ୍ଡାରାଜ: କନଷ୍ଟେବଳଙ୍କୁ ବିଚ୍‌ ରାସ୍ତାରେ ଗାଡି ମଡାଇ କଲେ ହତ୍ୟା

ନୂଆଦିଲ୍ଲୀ,୨୯।୯: ଦିଲ୍ଲୀରେ ଘଟିଛି ଛାତିଥରା ଘଟଣା। ମଝି ରାସ୍ତାରେ ପୋଲିସ ଉପରକୁ କାର୍‌ ଚଢାଇ ହତ୍ୟା କରାଯାଇଛି। ବିଳମ୍ବିତ ରାତିରେ ଏକ କାର୍‌ ପୋଲିସ କନଷ୍ଟେବଳଙ୍କ...

ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ

ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍‌...

ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା

ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ...

ମନ କି ବାତ: ବାଇଡେନଙ୍କ ସହ ଘନିଷ୍ଠ ସମ୍ପର୍କ, ଫେରିଲା ୩୦୦ କଳାକୃତି, ଓଡ଼ିଶାର ସାନ୍ତାଳି ଭାଷାକୁ ନେଇ ମୋଦି କହିଲେ ବଡ କଥା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୧୪ ତମ ଏପିସୋଡରେ କହିଛନ୍ତି – ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି...

ପୁଣି ପାରୋଲରେ ଆସିବାକୁ ଚାହୁଁଛନ୍ତି ରାମ ରହିମ

ରୋହତକ,୨୯।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରୁମିତ ରାମ ରହିମ ପୁଣି ଥରେ ପାରୋଲ ଦାବି କରିଛନ୍ତି। ରହିମ ତାଙ୍କର ଦୁଇ ମହିଳା ଶିଷ୍ୟାଙ୍କୁ ବଳାତ୍କାର...

କୋଟି କୋଟି ଶ୍ରୋତା ଏହି କାର୍ଯ୍ୟକ୍ରମର ଅସଲ ସୁତ୍ରଧର: ମୋଦି

ନୂଆଦିଲ୍ଲୀ,୨୯।୯: ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତାଙ୍କର ୧୧୪ତମ ଏପିସୋଡରେ ପ୍ରଧାନମନ୍ତ୍ରୀ...

ଆଜିର ଦୁନିଆ ହତାଶ, ଭାଙ୍ଗୁଛି ବିଶ୍ୱାସ, କାହିଁକି ଏମିତି କହିଲେ ଜୟଶଙ୍କର…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୯: ମିଳିତ ଜାତିସଂଘର ସାଧାରଣ ସଭାର ୭୯ତମ ବୈଠକରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ୟୁକ୍ରେନ ଏବଂ ଗାଜାରେ ଚାଲିଥିବା ଯୁଦ୍ଧ ବିରୋଧରେ ବିଶ୍ୱର...

ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ବଡ଼ ଅଦଳବଦଳ, ଉଦୟନିଧିଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀ ପଦ

ଚେନ୍ନାଇ,୨୯।୯: ତାମିଲନାଡୁର ଏମ.କେ ଷ୍ଟାଲିନଙ୍କ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ହୋଇଛି। ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦିଆଯାଇଛି। ଏଥିସହ ସେଣ୍ଟିଲ ବାଲାଜୀଙ୍କୁ ପୁଣି ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri