Posted inଜାତୀୟ

ଦେଇଥିବା ପ୍ରତିଶ୍ରୁତି ପୂରଣ କରିବି: କେଜରିୱାଲ

ଚଣ୍ଡିଗଡ଼,୧୩ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ରବିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ପଞ୍ଜାବ ଗସ୍ତରେ ଯାଇ ଏକ ମେଗା ରୋଡ ଶୋ’ରେ ୋଯାଗ ଦେଇଥିଲେ । ତାଙ୍କସହ ଥିଲେ ପଞ୍ଜାବର ଭାବି ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ । ଆସନ୍ତା ୧୬ ତାରିଖରେ ମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଏହି ରୋଡ ଶୋ’ରେ ଯୋଗ ଦେବା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଥିଲେ , ଆଇ ଲଭ ୟୁ ପଞ୍ଜାବ । ଆପଣମାନେ କମାଲ କରି ଦେଖାଇଲେ । ବଡ ବଡଙ୍କୁ ହରାଇ ଆମ ଉପରେ ଭରସା କଲେ । ଏବେ ପଞ୍ଜାବର ୩ କୋଟି ଲୋକଙ୍କ ଭରସାକୁ ଆମେ ନିଶ୍ଚୟ ରଖିବୁ । ଦେଇଥିବା ପ୍ରତିଶ୍ରୁତି ନିଶ୍ଚୟ ପାଳନ କରିବୁ । କିଛି ଏବେ କରିବୁ ଆଉ କିଛି ପାଇଁ ସମୟ ଲାଗିବ । ତେବେ ମୁଁ ପଞ୍ଜାବର ୩ କୋଟି ଲୋକଙ୍କୁ ଧନ୍ୟବାଦ ଦେଉଛି । ଆସନ୍ତା ୧୬ ତାରିଖରେ ପଞ୍ଜାବର ପ୍ରତ୍ୟେକ ପିଲା ଜଣେ ଜଣେ ମୁଖ୍ୟମନ୍ତ୍ରୀ ହେବେ ବୋଲି କହିଛନ୍ତି କେଜରିୱାଲ ।


Enter your email to get our daily news in your inbox.

All Right Reserved By Dharitri.Com

ISROର ନୂଆ ଅଧ୍ୟକ୍ଷ ଭି ନାରାୟଣନ୍‌ କିଏ? ଜାନୁଆରୀ ୧୪ରେ ନେବେ ଏସ୍‌ ସୋମନାଥଙ୍କ ସ୍ଥାନ 

ନୂଆଦିଲ୍ଲୀ,୮।୧: ଇସ୍ରୋର ନୂତନ ମୁଖ୍ୟ ହେବେ ବୈଜ୍ଞାନିକ ଭି ନାରାୟଣନ୍‌। ସେ ଅଧ୍ୟକ୍ଷ ଭାବେ ଏସ୍‌. ସୋମନାଥଙ୍କ ସ୍ଥାନ ନେବେ। ଏହାଛଡ଼ା ସେ ମହାକାଶ ବିଭାଗର...

ଚାଇନାକୁ ଚାଲାଣ ହେଉଛି ଭାରତୀୟଙ୍କ କେଶ, DRI ର ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧: ଚାଇନାକୁ ଚୋରା ଚାଲାଣ ହେଉଛି ଭାରତୀୟଙ୍କ କେଶ। ଏନେଇ ଖୁଲାସା କରିଛି ଭାରତ ସରକାରଙ୍କ ଡାଇରକ୍ଟେ ରେଭେନ୍ୟୁ ଇଣ୍ଟେଲିଜେନ୍ସ (DRI)। ତିରୁପତି ବାଲାଜୀ ସମେତ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି

ହାଇଦ୍ରାବାଦ,୮।୧: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମକର ସଂକ୍ରାନ୍ତି ପାଇଁ ସ୍କୁଲ କଲେଜ ଛୁଟି। କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି...

ଆତଙ୍କ ଖେଳାଇଲା HMPV, ଜାଣନ୍ତୁ କେଉଁ କେଉଁ ରାଜ୍ୟରେ ବ୍ୟାପିଲା

ନୂଆଦିଲ୍ଲୀ,୮।୧: ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ...

ଗଡକରୀଙ୍କ ବଡ଼ ଘୋଷଣା, ସଡକ ଦୁର୍ଘଟଣାରେ ଆହତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୮।୧: ଦେଶର ସମସ୍ତ ନାଗରିକ ବହୁତ ଶୀଘ୍ର ମାଗଣା ସ୍ବାସ୍ଥ୍ୟ ବୀମା ଭେଟି ପାଇବାକୁ ଯାଉଛନ୍ତି। କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ...

ବାଂଲାଦେଶର ସବୁ ଚାଲ୍‌ ଫେଲ୍‌, ହାସିନାଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଲା ଭାରତ

ଢାକା,୮।୧: ଭାରତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସେ ଅଗଷ୍ଟ ୨୦୨୩ରୁ ଭାରତରେ ରହୁଛନ୍ତି। ଏହି ନିଷ୍ପତ୍ତି ଏପରି ସମୟରେ...

ଭି ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ: ସୋମନାଥଙ୍କ ସ୍ଥାନ ନେବେ

ନୂଆଦିଳ୍ଲୀ,୮।୧: କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି।...

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri