ଭାରତୀୟ ଶେୟାର ବଜାରରେ ଲାଗି ରହିଛି ଉତ୍ସାହ; ସେବିକୁ ସତର୍କ କରାଇଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୪ା୭: ଗଲା କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ଲାଗି ରହିଥିଲା ବେଳେ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିଛି। ନିଫ୍ଟି ୫୦ ମଧ୍ୟ ଐତିହାସିକ ୨୪,୦୦୦ ପଏଣ୍ଟ ଅତିକ୍ରମ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ ସେବି;କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।

ନୂତନ ସିକ୍ୟୁରିଟି ଏପିଲେଟ ଟ୍ରବ୍ୟୁନାଲ(ଏସଏଟି) ପରିସରକୁ ଉଦ୍ଘାଟନ କରି, ପ୍ରଧାନ ବିଚାରପତି ଅଧିକ ପରିମାଣର କାରବାର ଏବଂ ନୂତନ ନିୟମାବଳୀ ହେତୁ ଅଧିକ କାର୍ଯ୍ୟଭାରକୁ ଦୃଷ୍ଟିରେ ରଖି ଏସଏଟି ର ନୂତନ ବେଞ୍ଚ ଖୋଲିବାକୁ ଅଧିକାରୀଙ୍କ ଉପରେ ବିଚାର କରିଥିଲେ।

ବମ୍ବେ ଷ୍ଟକ୍ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିବାକୁ ଖବରକୁ ଉଲ୍ଲେଖ କରି ସେ କହିଛନ୍ତି, ଯେଉଁଠାରେ ଭାରତ ଏକ “ଷ୍ଟ୍ରାଟୋସଫେରିକ୍ ଡୋମେନ୍” ପ୍ରବେଶ କରୁଛି, ଏପରି ସ୍ଥଳେ ନିୟାମକ କର୍ତ୍ତୃପକ୍ଷଙ୍କ ଆବଶ୍ୟକ ସତର୍କତା ଉପରେ ଗୁରୁତ୍ୱାରୋପ କରିଛି।

“ଆପଣ ଯେତେ ଅଧିକ ଷ୍ଟକ୍ ମାର୍କେଟରେ ବୃଦ୍ଧି ଦେଖୁଛନ୍ତି, ସେବି ଏବଂ ଏସଏଟି ପାଇଁ ଦାୟିତ୍ୱ ସେତେ ବଢ଼ିଯିବ ଏବଂ ସେତେ ଅଧିକ ସତର୍କତା ଅବଲମ୍ବନ କରିବେ ବୋଲି ମୁଁ ବିଶ୍ୱାସ କରୁଛି। ତେଣୁ ସଫଳତାକୁ ପାଳନ କରନ୍ତୁ କିନ୍ତୁ ସେହି ସମୟରେ ନିଶ୍ଚିତ ହୁଅନ୍ତୁ ଯେ ମେରୁଦଣ୍ଡ ସ୍ଥିର ଅଛି।”


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଲେ ରାହୁଲ, କହିଲେ ଆମର…

ନୂଆଦିଲ୍ଲୀ,୭ା୭: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହାଥରସ୍‌ ଦୁର୍ଘଟଣା ସମ୍ପର୍କରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି...

୬ ମହଲା ବିଲ୍ଡିଂ ଭୁଶୁଡ଼ିବା ଘଟଣା, ଉଦ୍ଧାର ହେଲା ୭ ମୃତଦେହ

ସୁରତ, ୭।୭: ଗୁଜୁରାଟର ସୁରତ ଅଞ୍ଚଳରେ ଶନିବାର ଏକ ୬ ମହଲା ବିଲ୍ଡିଂ ଭୁଷୁଡ଼ିବା ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଅଧିକାରୀକ ସ୍ତରରେ...

କେୟାରଟେକର ସହିତ ବିୟର ପିଉଥିଲେ ମହିଳା ପ୍ରିନ୍ସିପାଲ, ଦେଖିଦେଲେ ଛାତ୍ର, ତାପରେ…

ନୂଆଦିଲ୍ଲୀ, ୭।୭: ତେଲେଙ୍ଗାନାର ସୂର୍ଯ୍ୟପେଟ୍‌ ଅଞ୍ଚଳର ଏକ କଲେଜ୍‌ରେ ଜଣେ ମହିଳା ପ୍ରିନ୍ସିପାଲ ହଷ୍ଟେଲ୍‌ ଭିତରେ ବିୟର ପିଉଥିବା ଖବର ସାମ୍ନାକୁ ଆସିଛି । ଡିଗ୍ରୀ...

କୋଟିପତି ବାବା: ୧୦୦ କୋଟିର ସମ୍ପତ୍ତି, ୨୫ ଖଣ୍ଡ ଗାଡ଼ି

ନୂଆଦିଲ୍ଲୀ, ୭।୭: ହାଥରସ୍‌ରେ ହୋଇଥିବା ଦଳା ଚକଟାରେ ୧୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଭୋଲେ ବାବା ଅର୍ଥାତ ନାରାୟଣ ସାକାର ବିଶ଼୍ବ ହରି...

ପ୍ରଥମ ତ୍ରୈମାସିକରେ ୫.୨୫ନିୟୁତ ଟନ୍‌ ଅଶୋଧିତ ଇସ୍ପାତ ଉତ୍ପାଦନ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’ ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ...

ସହଭାଗିତା ରାଜ୍ୟକୁ ଆହୁରି ବିକାଶର ଶିଖରରେ ପହଞ୍ଚାଇବ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ ଅଗ୍ରଣୀ କମ୍ପାନୀ ସମୂହ ଦୀର୍ଘବର୍ଷ ଧରି ରାଜ୍ୟରେ କାର୍ଯ୍ୟ କରୁଛନ୍ତି।...

ରଥଯାତ୍ରାରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri